ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ ପଥର ଧସି ତଳକୁ ଖସିପଡ଼ିବାରୁ ଅଞ୍ଚଳବାସୀଙ୍କ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ କରି ତୁଳା ରାଶିରେ ପ୍ରବେଶ କରିବେ।…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ ହୋଇଛନ୍ତି। ଆହତ ଦୁଇଜଣ ହେଲେ କାଳୀପଲ୍ଲୀ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି। ଅଟକ ବ୍ୟକ୍ତିମାନଙ୍କୁ ଅବକାରୀ ବିଭାଗ ପକ୍ଷରୁ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ ମଧ୍ୟ ବ୍ୟାପକ ଭାବେ କ୍ଷତି ହୋଇପଡ଼ିଥିବା…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ ପରାସ୍ତ କରି ଚଳିତ ଏସିଆନ ଗେମ୍ସରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ହାସଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ସେ ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି। ଫଳରେ ଦେଶର ପ୍ରମୁଖ ଏବଂ ରଣନୀତିକ ଦୃଷ୍ଟିକୋଣରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବନ୍ଦରଗୁଡ଼ିକ ମଧ୍ୟରେ…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା ଜବାବ ଦେଇଛନ୍ତି। ସମ୍ମିଳନୀରେ ସମ୍ପୃକ୍ତ ଖବରଦାତାଜଣଙ୍କ ଭାରତ ବିରୋଧରେ ପାକିସ୍ତାନରେ ଆତଙ୍କବାଦ ପ୍ରଶ୍ରୟ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦ ଲକ୍ଷ ୩୩ ହଜାର ୯୫୯ ହିତାଧିକାରୀ ରହିଛନ୍ତି । ଏମାନେ ସମସ୍ତେ ଇନ୍ଦିରା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କ ନିଲମ୍ବନ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଦାବି କରାଯାଇଛି। ରାଜ୍ୟ ବାଣିଜ୍ୟ ଓ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିଛି। CJP ସଂଯୋଜକ ଅଭିଜିତ ଦୀପକେ ଘୋଷଣା କରିଛନ୍ତି ଯେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି। ନବ…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ ଭେଟି ଦେଇଛନ୍ତି। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟରେ ଏହି…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ ୱାଙ୍ଗଚୁକ ସରକାର ବିରୋଧରେ ନିଜ ମତ ରଖିବା କାରଣରୁ ତାଙ୍କୁ ଏନକାଉଣ୍ଟର କରାଯାଇପାରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live