Odisha Elections 2024

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା ୧୧ମିନିଟ ୪୩ ସେକେଣ୍ଡ ଟାଇମିଂରେ ରେସ୍‌...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ। ଏହା ସହ ପାରାଲିମ୍ପିକ୍ସ ଟିକେଟ ବିକ୍ରିକୁ...

ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ ଭୋଟ ଗ୍ରହଣର ୬ ଦିନ ପୂର୍ବରୁ...

୩ଦିନ ହିଟ୍‌ ଓ୍ବେଭ୍‌, ୨୪ରୁ ବର୍ଷା

ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା ହିଟ୍‌ ଓ୍ବେଭ୍‌କୁ ନେଇ ଚିନ୍ତା ବଢ଼ିଛି।...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା ସହ ଏହାକୁ ପ୍ରତ୍ୟାହାର କରିନେବା ପାଇଁ...

ଜଣେ ଏମ୍‌ପିଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୨୧ା୫(ସୁବାସ ଚନ୍ଦ୍ର ପ୍ରଧାନ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ...

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା

ଭୁବନେଶ୍ୱର, ୨୧ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ ସଂଖ୍ୟାରେ ଏକ ଡିଭିଡେଣ୍ଡ ରହିଛି। ବହୁ ସଂଖ୍ୟାରେ ଯୁବକ ଶ୍ରମ ବଜାରକୁ ଆସୁଛନ୍ତି।...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି।...

ପ୍ରତ୍ୟର୍ପଣକୁ ଚ୍ୟାଲେଞ୍ଜ କରିପାରିବେ ଅସାଞ୍ଜ

ଲଣ୍ଡନ,୨୧ା୫: ଆମେରିକାକୁ ପ୍ରତ୍ୟର୍ପଣ ବିରୋଧରେ ଓ୍ବିକିଲିକ୍ସ ଓ୍ବେବ୍‌ସାଇଟ୍‌ର ପ୍ରତିଷ୍ଠାତା ଜୁଲିଅନ୍‌ ଅସାଞ୍ଜ ଅପିଲ୍‌ କରିପାରିବେ ବୋଲି ଲଣ୍ଡନର ଏକ ଅଦାଲତ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଫଳରେ ୫୨ ବର୍ଷୀୟ ଅସାଞ୍ଜଙ୍କ ଆଇନଗତ ଲଢ଼େଇ ଆହୁରି ଦୀର୍ଘ ହେବାକୁ ଯାଉଛି। ବ୍ରିଟେନ୍‌...

ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି

ହେଗ୍‌,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ଭୋଟିଂ ହୋଇଥିଲା। ପଶ୍ଚିମବଙ୍ଗରେ ସର୍ବାଧିକ ୭୬.୦୫ ପ୍ରତିଶତ ମତଦାନ...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା...

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ ସେଠାକାର ସମ୍ବିଧାନ ଏହାକୁ ନେଇ ସନ୍ଦେହ ପୂର୍ଣ୍ଣ ରହିଛି। ରୁଷିଆର ରାଷ୍ଟ୍ରପତି ପୁଟିନ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ସୂତ୍ରରୁ ପ୍ରକାଶ ଯେ ଏହି ୪ଆତଙ୍କବାଦୀ ଇସଲାମିକ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ମେ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୬ ମେ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ମେ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମେ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୩ ମେ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମେ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମେ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ, ୨୦୨୪)

View

ଜାତୀୟ

ମେଟ୍ରୋ

ଖେଳ

ଅପରାଧ

Video News

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ