ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ ଜିଲାର ୧୮୧ଟି ଗ୍ରାମକୁ ଚୟନ କରାଯାଇଛି…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା ଅବକାରୀ ଅଧିକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା ଯୋଜନା ଆଣିବ ବଡ଼ ପରିବର୍ତ୍ତନ ବୋଲି…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ ୧୨୫ ରନରେ ପରାସ୍ତ କରିଛି। ଏହି…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର ଅଚାନକ ନିଷ୍ପତ୍ତି ଚୌଦ୍ବାର ବିଜେଡିରେ କମ୍ପନ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର ଏକ ମାରାତ୍ମକ ରୋଗ (କର୍କଟ) ପରି; ତେଣୁ, ବ୍ୟାପକ କ୍ଷୟକ୍ଷତିକୁ ଏଡାଇବା ପାଇଁ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଟ୍ରମ୍ପ ତାଙ୍କର ବିଶ୍ୱାସ ପ୍ରକାଶ କରିଥିଲେ ଯେ ଇରାନ ସହିତ…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ ରେଫ୍‌ରି ରେଡ୍‌ କାର୍ଡ ଦେଖାଇଲା ବେଳକୁ ଖେଳାଳି ଜଣଙ୍କ ତାଙ୍କୁ ଟ୍ରମ୍ପ୍‌ କାର୍ଡ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି।…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ କଡ଼ା ଆଭିମୁଖ୍ୟ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ୱାୟାନାଡ ଟନେଲ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ ଅଧତ୍କ ଦୂରକୁ ଯିବାରେ ଅସାମର୍ଥ୍ୟ ଯୋଗୁ ସେଗୁଡ଼ିକ ବାଦ୍‍ ପଡ଼ିଲା। ପରବର୍ତ୍ତୀ ସମୟରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ ଦେଇଛି । ସୋମବାର ଦିନ, ଟ୍ରମ୍ପ ତାଙ୍କ ଟ୍ରୁଥ ସୋସିଆଲ ଆକାଉଣ୍ଟରେ ମେଲୋନିଙ୍କ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର ଫର୍‌ ରିସର୍ଚ୍ଚ ଅନ୍‌ ଏନର୍ଜି ଆଣ୍ଡ୍‌ କ୍ଲିନ୍‌ ଏୟାର’ (ସିଆର୍‌ଇଏ)ର ଏକ ନୂତନ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ସୋମବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live