ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର ବହଳପଦର ପଞ୍ଚାୟତ ସମେତ ଅନ୍ୟ…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ ପରେ ସମ୍ପ୍ରତି ଓଲଟା ଚିତ୍ର ଦେଖିବାକୁ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍ ରେ ଟିମ୍…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ ଛାତ୍ରଛାତ୍ରୀ। ଏପରିକି ବିଶ୍ୱବିଦ୍ୟାଳୟର କିଛି ଛାତ୍ର…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି। ଓଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ ପ୍ରକାଶ ବାରିକଙ୍କୁ ପ୍ରାର୍ଥୀ କରିଛି। ଏହି…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ ଆହୁରି ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲିଆର…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଆଉ ଏକ ବଡ଼ ଭୁଲ୍‌ କରିଛି। ଗୋଟେପଟେ ଇସ୍କନ ଜଗନ୍ନାଥଙ୍କୁ ପ୍ରଭୁ ବୋଲି…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ ପ୍ରାର୍ଥନା କରିଥିଲେ, ଯଦିଓ ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସେଠାରେ ଉପସ୍ଥିତ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷୁଛି। ଜୁଲାଇ ୧୪ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା ଅନ୍ୟକେଉଁ କାରଣ ଏହା ପଛରେ ରହିଛି ତାକୁ ନେଇ ଚାଲିଛି ବିଭିନ୍ନ ଆଲୋଚନା।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି ନଷ୍ଟ ହେବା ଏବଂ ଜନଜୀବନ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପରିସ୍ଥିତିକୁ ସ୍ବାଭାବିକ କରିବା…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨ କୋଟି ଲିଟରରୁ ଅଧିକ ପେଟ୍ରୋଲ ହରାଉଛି, ଯାହାର ଆନୁମାନିକ ମୂଲ୍ୟ ୪,୫୦୦ କୋଟି…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ। ତେବେ ଏହା ଦ୍ୱାରା ଗାଡ଼ିର ମାଇଲେଜ୍‌ରେ…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗକୁ ଆହୁରି ମଜଭୁତ କରିବା ଏବଂ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ସଲମାନ କମାଣ୍ଡ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live