ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦ୍ମଲୋଚନ ସୁନାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ ଜଙ୍ଗଲ ଜମିରେ ଚାଷ ସହ ଘର…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ କଲେ ଖାଲି ପ୍ରତିଶ୍ରୁତି ମିଳୁଛି, ମାତ୍ର…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ ଜାଣିବେ। ଏଥିସହ ନିର୍ଭୁଲ ଭୋଟର ତାଲିକା…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା ନେଇ କୁତ୍ରା ଥାନାରେ ଅଭିଯୋଗ ହୋଇଛି।…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି କାମ ହୋଇଛି। ମାତ୍ର ଗୋଟିଏ ପରେ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ସଲମାନ କମାଣ୍ଡ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି।…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ-ପଶ୍ଚିମ ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ଏହାକୁ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜୁଲାଇ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା ଦେଖିବାକୁ ମିଳିଥିଲା । ଦୀର୍ଘ ସମୟ ଧରି ଶ୍ରୀ ମନ୍ଦିର ଚାରିପାଖରେ ଉଡ଼ିଥିଲା…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲେ। ନୂତନ ସଂଶୋଧିତ ‘ଇଣ୍ଡିଆଜ୍‌ ଲଙ୍ଗ୍‌ ରୋଡ୍‌ ଟୁ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ ଫ୍ରାନ୍ସ, ମରକ୍କୋ, ସ୍ପେନ୍‌, ବେଲଜିୟମ, ନରଓ୍ବେ, ଇଂଲଣ୍ଡ, ଆର୍ଜେଣ୍ଟିନା ଓ ସୁଇଜରଲାଣ୍ଡ କ୍ୱାର୍ଟର…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ ଫସି ରହିଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଏକ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର ଏକ ମାରାତ୍ମକ ରୋଗ (କର୍କଟ) ପରି; ତେଣୁ, ବ୍ୟାପକ କ୍ଷୟକ୍ଷତିକୁ ଏଡାଇବା ପାଇଁ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଟ୍ରମ୍ପ ତାଙ୍କର ବିଶ୍ୱାସ ପ୍ରକାଶ କରିଥିଲେ ଯେ ଇରାନ ସହିତ…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ ରେଫ୍‌ରି ରେଡ୍‌ କାର୍ଡ ଦେଖାଇଲା ବେଳକୁ ଖେଳାଳି ଜଣଙ୍କ ତାଙ୍କୁ ଟ୍ରମ୍ପ୍‌ କାର୍ଡ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live