ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା ପକ୍ଷ’ ପାଳନ ଅବସରରେ ସଫେଇ କାର୍ଯ୍ୟକ୍ରମ…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ ବିରାଟ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ ନଦୀରେ ବୁଡ଼ି ମୃତ୍ୟୁ ହୋଇଛି। ଏନେଇ…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ ‘ଟାଇଟଲ ସ୍ପନ୍ସରସିପ’ (ମୁଖ୍ୟ ପ୍ରାୟୋଜକତ୍ୱ) ହାସଲ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌ ଗେଟ୍‌ ଖୋଲି ଦିଆଯାଇଛି। ଫଳରେ ବର୍ତ୍ତମାନ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର ନାବାଳକ ଛାତ୍ର ହିତେଶ ପଣ୍ଡା (୧୬)…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍‌ ଲଞ୍ଚ କରିପାରନ୍ତି। ଏହିସବୁ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ। ସମଗ୍ର ଓଡ଼ିଶାରେ ଏହାକୁ ନେଇ ଆନନ୍ଦ ପ୍ରକାଶ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା ଆସି ଜନଜୀବନ ଅସ୍ତବ୍ୟସ୍ତ କରିଥିଲା। ପୁଣି ଉତ୍ତର ଓଡ଼ିଶାରେ ଅନେକ ନଦୀରେ ବନ୍ୟା…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ଆୟୋଗର ତିନିଜଣ ଯାକ ନିର୍ୱାଚନ କମିଶନରମୁଖ୍ୟ ର୍ନିବାଚନ…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ ଦେଖାଯାଏ। କେରଳ କ୍ୟାଡରର ୧୯୮୮ ବ୍ୟାଚ୍ର ପୂର୍ୱତନ ଆଇଏଏସ (IAS) ଅଧିକାରୀ ତଥା…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ ପରାସ୍ତ କରି ଚଳିତ ଏସିଆନ ଗେମ୍ସରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ହାସଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ସେ ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି। ଫଳରେ ଦେଶର ପ୍ରମୁଖ ଏବଂ ରଣନୀତିକ ଦୃଷ୍ଟିକୋଣରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବନ୍ଦରଗୁଡ଼ିକ ମଧ୍ୟରେ…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା ଜବାବ ଦେଇଛନ୍ତି। ସମ୍ମିଳନୀରେ ସମ୍ପୃକ୍ତ ଖବରଦାତାଜଣଙ୍କ ଭାରତ ବିରୋଧରେ ପାକିସ୍ତାନରେ ଆତଙ୍କବାଦ ପ୍ରଶ୍ରୟ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦ ଲକ୍ଷ ୩୩ ହଜାର ୯୫୯ ହିତାଧିକାରୀ ରହିଛନ୍ତି । ଏମାନେ ସମସ୍ତେ ଇନ୍ଦିରା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live