ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ ଛାଡ଼ିଦେଲେ ବାକି ସବୁ ମାଗଣା। ଯୋଜନା…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା, ଯାହା କୌଣସି ଚଳଚ୍ଚିତ୍ର ପରି ଅନୁଭବ…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ କର୍ମୀଙ୍କ ଘରେ ଆଲୋଚନା କରିଥିଲେ। ମନମୋହନ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌। ଏବେ, ଟିମ ଇଣ୍ଡିଆ ପାଇଁ କେବଳ…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି ମାମଲାରେ ତାଙ୍କ ଦୋଷୀ ସାବ୍ୟସ୍ତ ଏବଂ…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା ସାପକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ ସେଠାରେ ପହଞ୍ଚି କୋର୍ଟରେ ଆତ୍ମସମର୍ପଣ କରିବେ। ଶେଖ ହାସିନା ଆହୁରି ମଧ୍ୟ କହିଛନ୍ତି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା ବନ୍ଦ ପାଇଁ ଚିଠି ଲେଖିଥିଲେ ପୁରୀ ଜିଲାପାଳ। ଚିଠିରେ ତିଥି ଅନୁସାରେ ରଥଯାତ୍ରା…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା ଆମେରିକା ସରକାରଙ୍କୁ ଏକ ଅତି ସମ୍ବେଦନଶୀଳ ସୂଚନା ଦେଇ ଚେତାବନୀ ଦେଇଛି। ଇରାନର…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର ସାମ୍ନା କରିବେ। ସେହିପରି ବିଶ୍ୱରେ ପ୍ରତି ୫ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ ଆହୁରି ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲିଆର…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଆଉ ଏକ ବଡ଼ ଭୁଲ୍‌ କରିଛି। ଗୋଟେପଟେ ଇସ୍କନ ଜଗନ୍ନାଥଙ୍କୁ ପ୍ରଭୁ ବୋଲି…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ ପ୍ରାର୍ଥନା କରିଥିଲେ, ଯଦିଓ ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସେଠାରେ ଉପସ୍ଥିତ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷୁଛି। ଜୁଲାଇ ୧୪ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା ଅନ୍ୟକେଉଁ କାରଣ ଏହା ପଛରେ ରହିଛି ତାକୁ ନେଇ ଚାଲିଛି ବିଭିନ୍ନ ଆଲୋଚନା।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି ନଷ୍ଟ ହେବା ଏବଂ ଜନଜୀବନ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପରିସ୍ଥିତିକୁ ସ୍ବାଭାବିକ କରିବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live