ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ ଯୁଦ୍ଧବିରତି ଶେଷ ହୋଇଛି। ଏହା ପରେ,…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା ଜରୁରୀକାଳୀନ ବ୍ୟବହାର ପାଇଁ ଉଦ୍ଦିଷ୍ଟ। ତେବେ…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ ଭାବରେ ତାଙ୍କର କାର୍ଯ୍ୟକାଳ ଏକ ବିପର୍ଯ୍ୟୟପୂର୍ଣ୍ଣ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ ସାମିଲ କରିନଥିଲା, ଏବଂ ଏବେ ତାଙ୍କୁ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ ସିରିଜ ୧-୨ରେ ହାରିଗଲା। ଶ୍ରୀଲଙ୍କା ଏକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ ପ୍ରକାଶ ବାରିକ ଦଳରେ ଯୋଗ ଦେଇଛନ୍ତି।…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ। ତେବେ ଏହା ଦ୍ୱାରା ଗାଡ଼ିର ମାଇଲେଜ୍‌ରେ…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗକୁ ଆହୁରି ମଜଭୁତ କରିବା ଏବଂ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ସଲମାନ କମାଣ୍ଡ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି।…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ-ପଶ୍ଚିମ ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ଏହାକୁ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜୁଲାଇ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା ଦେଖିବାକୁ ମିଳିଥିଲା । ଦୀର୍ଘ ସମୟ ଧରି ଶ୍ରୀ ମନ୍ଦିର ଚାରିପାଖରେ ଉଡ଼ିଥିଲା…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲେ। ନୂତନ ସଂଶୋଧିତ ‘ଇଣ୍ଡିଆଜ୍‌ ଲଙ୍ଗ୍‌ ରୋଡ୍‌ ଟୁ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ ଫ୍ରାନ୍ସ, ମରକ୍କୋ, ସ୍ପେନ୍‌, ବେଲଜିୟମ, ନରଓ୍ବେ, ଇଂଲଣ୍ଡ, ଆର୍ଜେଣ୍ଟିନା ଓ ସୁଇଜରଲାଣ୍ଡ କ୍ୱାର୍ଟର…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ ଫସି ରହିଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଏକ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର ଏକ ମାରାତ୍ମକ ରୋଗ (କର୍କଟ) ପରି; ତେଣୁ, ବ୍ୟାପକ କ୍ଷୟକ୍ଷତିକୁ ଏଡାଇବା ପାଇଁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live