ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା ସାଲିମା ଟେଟେ (୧୭ତମ ମିନିଟ୍‌), ସୁନେଲିତା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି କିଛି ଲୋକ ଅଛନ୍ତି, ଯାହାଙ୍କ ପାଖରେ…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି ନଜର ଆସିବେ । ନିକଟରେ ଫିଲ୍ମର…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ ଦେଖିବାକୁ ମିଳିଛି। ଅନ୍ୟପଟେ ତାଙ୍କ ପତ୍ନୀ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର ପୁଣି ଏପରି ଏକ ଘଟଣା ସାମ୍ନାକୁ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ ଏହି ହଡ଼ତାଳ ଡାକରା ଦେଇଛି। ଏପରି…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍‌ ଲଞ୍ଚ କରିପାରନ୍ତି। ଏହିସବୁ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ। ସମଗ୍ର ଓଡ଼ିଶାରେ ଏହାକୁ ନେଇ ଆନନ୍ଦ ପ୍ରକାଶ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା ଆସି ଜନଜୀବନ ଅସ୍ତବ୍ୟସ୍ତ କରିଥିଲା। ପୁଣି ଉତ୍ତର ଓଡ଼ିଶାରେ ଅନେକ ନଦୀରେ ବନ୍ୟା…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ଆୟୋଗର ତିନିଜଣ ଯାକ ନିର୍ୱାଚନ କମିଶନରମୁଖ୍ୟ ର୍ନିବାଚନ…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ ଦେଖାଯାଏ। କେରଳ କ୍ୟାଡରର ୧୯୮୮ ବ୍ୟାଚ୍ର ପୂର୍ୱତନ ଆଇଏଏସ (IAS) ଅଧିକାରୀ ତଥା…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ ପରାସ୍ତ କରି ଚଳିତ ଏସିଆନ ଗେମ୍ସରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ହାସଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ସେ ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି। ଫଳରେ ଦେଶର ପ୍ରମୁଖ ଏବଂ ରଣନୀତିକ ଦୃଷ୍ଟିକୋଣରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବନ୍ଦରଗୁଡ଼ିକ ମଧ୍ୟରେ…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା ଜବାବ ଦେଇଛନ୍ତି। ସମ୍ମିଳନୀରେ ସମ୍ପୃକ୍ତ ଖବରଦାତାଜଣଙ୍କ ଭାରତ ବିରୋଧରେ ପାକିସ୍ତାନରେ ଆତଙ୍କବାଦ ପ୍ରଶ୍ରୟ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦ ଲକ୍ଷ ୩୩ ହଜାର ୯୫୯ ହିତାଧିକାରୀ ରହିଛନ୍ତି । ଏମାନେ ସମସ୍ତେ ଇନ୍ଦିରା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live