ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ ମଧ୍ୟ ବାରମ୍ବାର ନେଟୱର୍କ ସମ୍ପୂର୍ଣ୍ଣ ବନ୍ଦ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି ବନମହୋତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର ସୋଫିଆ କହିଛନ୍ତି, ପିସିସି ସଭାପତି ଯେଉଁଭଳି…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ ହେଲା ପରେ ବିଭାଗ ପକ୍ଷରୁ ତପତ୍ରତା…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩ ବର୍ଷର ଝିଅ ଅନୁକମ୍ପାମୂଳକ ସରକାରୀ ଚାକିରି…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ ମିଟର ଦୂରରେ । ଶ୍ରୀ ଶନିଶ୍ଚର…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା ବନ୍ଦ ପାଇଁ ଚିଠି ଲେଖିଥିଲେ ପୁରୀ ଜିଲାପାଳ। ଚିଠିରେ ତିଥି ଅନୁସାରେ ରଥଯାତ୍ରା…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା ଆମେରିକା ସରକାରଙ୍କୁ ଏକ ଅତି ସମ୍ବେଦନଶୀଳ ସୂଚନା ଦେଇ ଚେତାବନୀ ଦେଇଛି। ଇରାନର…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର ସାମ୍ନା କରିବେ। ସେହିପରି ବିଶ୍ୱରେ ପ୍ରତି ୫ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ ଆହୁରି ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲିଆର…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଆଉ ଏକ ବଡ଼ ଭୁଲ୍‌ କରିଛି। ଗୋଟେପଟେ ଇସ୍କନ ଜଗନ୍ନାଥଙ୍କୁ ପ୍ରଭୁ ବୋଲି…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ ପ୍ରାର୍ଥନା କରିଥିଲେ, ଯଦିଓ ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସେଠାରେ ଉପସ୍ଥିତ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷୁଛି। ଜୁଲାଇ ୧୪ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା ଅନ୍ୟକେଉଁ କାରଣ ଏହା ପଛରେ ରହିଛି ତାକୁ ନେଇ ଚାଲିଛି ବିଭିନ୍ନ ଆଲୋଚନା।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି ନଷ୍ଟ ହେବା ଏବଂ ଜନଜୀବନ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପରିସ୍ଥିତିକୁ ସ୍ବାଭାବିକ କରିବା…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨ କୋଟି ଲିଟରରୁ ଅଧିକ ପେଟ୍ରୋଲ ହରାଉଛି, ଯାହାର ଆନୁମାନିକ ମୂଲ୍ୟ ୪,୫୦୦ କୋଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live