ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା ପରେ ପୋଡ଼ିଦେବା ଅଭିଯୋଗ ହୋଇଛି ।…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ ବର୍ଷା ସହିତ ସେଠାକାର ବିଭିନ୍ନ ଡ୍ୟାମ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଚାଙ୍ଗୁଡ଼ିଆପଦର ସାହିର ବିଦେଶୀ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ ଛକଠାରୁ ଆରମ୍ଭ ହୋଇଥିବା କ୍ୟାଣ୍ଡଲ ଯାତ୍ରା…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା ସହ ଏହି ମାଇଲଷ୍ଟୋନ୍‌ରେ ପହଞ୍ଚିବାରେ ସେ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୨୯୬ ରନ୍‌ର ଟାର୍ଗେଟ୍ ରଖିଥିଲା। ଭାରତ ୮ ୱିକେଟ୍ ବାକି ଥାଇ ବାଜି…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ ଏହି ହଡ଼ତାଳ ଡାକରା ଦେଇଛି। ଏପରି ସ୍ଥିତିରେ ଦେଶର ଲକ୍ଷ ଲକ୍ଷ ଗ୍ରାହକଙ୍କ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍‌ ଲଞ୍ଚ କରିପାରନ୍ତି। ଏହିସବୁ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ। ସମଗ୍ର ଓଡ଼ିଶାରେ ଏହାକୁ ନେଇ ଆନନ୍ଦ ପ୍ରକାଶ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା ଆସି ଜନଜୀବନ ଅସ୍ତବ୍ୟସ୍ତ କରିଥିଲା। ପୁଣି ଉତ୍ତର ଓଡ଼ିଶାରେ ଅନେକ ନଦୀରେ ବନ୍ୟା…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ଆୟୋଗର ତିନିଜଣ ଯାକ ନିର୍ୱାଚନ କମିଶନରମୁଖ୍ୟ ର୍ନିବାଚନ…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ ଦେଖାଯାଏ। କେରଳ କ୍ୟାଡରର ୧୯୮୮ ବ୍ୟାଚ୍ର ପୂର୍ୱତନ ଆଇଏଏସ (IAS) ଅଧିକାରୀ ତଥା…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ ପରାସ୍ତ କରି ଚଳିତ ଏସିଆନ ଗେମ୍ସରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ହାସଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ସେ ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live