ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ ହୋଇ ଗୁଣପୁର ପାଇଁ ଗୌରବ ଆଣିଛି।…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ମଙ୍ଗଳବାର ଆୟୋଜିତ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ସାର…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ ଡା. ଶରଦ୍ୱତ ମୁଖୋପାଧ୍ୟାୟ କହିଛନ୍ତି, ସେ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌ ସମୟରେ ଏକ ମାମଲାର ଚାର୍ଜସିଟ ଦାଖଲ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର ପ୍ରସଙ୍ଗ ପୁଣି ଥରେ ଚର୍ଚ୍ଚାରେ ରହିଛି।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ ଦାୟୀ କରିଥିଲେ। ତାହାକୁ ଭାରତ ଖଣ୍ଡନ କରିଥିଲା। ଦୁଇ ଦେଶ ମଧ୍ୟରେ ଆରୋପ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ଇରାନର ଷ୍ଟେଟ୍ ଟେଲିଭିଜନରେ ପ୍ରସାରିତ ଏକ ଭିଡିଓରେ ଟ୍ରମ୍ପଙ୍କ ୨୦ ବର୍ଷୀୟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି। ଥାନାରେ ଏନେଇ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ. ୩୫୧/୨୦୨୬) ରୁଜୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ ନିଶାଦ୍ରବ୍ୟ ଭାବେ ବ୍ୟବହାର କରାଯିବା ସମ୍ଭାବନା ନେଇ ବିଶେଷଜ୍ଞ କମିଟି ଚିନ୍ତାବ୍ୟକ୍ତ କରିବା…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ ମଙ୍ଗଳବାର ଉତ୍ତର ପଶ୍ଚିମ ଆଡ଼କୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି ଅନେକ ଦାବିକୁ ନେଇ ଆସନ୍ତା ସେପ୍ଟେମ୍ବର ୧୧ରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ୟୁନାଇଟେଡ୍‌…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର ତାଙ୍କର କୌଣସି ଇଚ୍ଛା ନାହିଁ। ସେ ଆହୁରି କହିଛନ୍ତି ଯେ, ଭାଜପାକୁ ତଳିତଳାନ୍ତ…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି। ଏହାକୁ ନେଇ ଆସନ୍ତା ୫ ସେପ୍ଟେମ୍ବର ୨୦୨୬ରେ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ ସଂଘ (ISMA) କହିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ISMA ଅଧ୍ୟକ୍ଷ ନୀରଜ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ ସମ୍ପର୍କରେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେବାକୁ ଶିକ୍ଷାମନ୍ତ୍ରୀମାନଙ୍କୁ ଅପିଲ କରିଛନ୍ତି। ଏଥିରେ ସ୍କୁଲ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live