ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ ଶ୍ରେୟସ ଆୟର ଏବଂ ଟିମ ପାଇଁ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି। ସୂତ୍ର ଅନୁଯାୟୀ, ଏହି ପ୍ରସଙ୍ଗରେ ଉଭୟ…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି ଦକ୍ଷିଣପନ୍ଥୀ ଆପ୍ରବାସନ ବିରୋଧୀ ବିକ୍ଷୋଭକାରୀ ତାଙ୍କ…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ ସମର୍ଥତ୍ତ ଭୂତତ୍ତ୍ୱବିଦ୍‌ମାନେ ସତର୍କ କରାଇଛନ୍ତି। ଉକ୍ତ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ ସହ ବସିଥିବାର ଦେଖାଯାଇଥିଲା। ଟେନିସ ମ୍ୟାଚ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର କରିଛନ୍ତି। ଚତୁର୍ଥ T20 ମ୍ୟାଚ ସମେତ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଏବଂ ଜଷ୍ଟିସ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଖୋଲାଖୋଲି ନାରାବାଜି କରାଯାଇଛି ଏବଂ ‘ଟ୍ରମ୍ପ ୱି ଉଇଲ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ ମାମଲାରେ ପୋଲିସ ଖୋଳତାଡ଼ କରିବା ପରେ ନକଲି ପୋଲିସ ବାବୁଙ୍କ କାରନାମା ଧରାପଡ଼ିଥିଲା।…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ ଇରାନକୁ ୨୪ ଘଣ୍ଟାର ଏକ କଡ଼ା ଚେତାବନୀ ବା ଅଲ୍ଟିମେଟମ ଦେଇଛି ।…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର) ମଧୁସୂଦନ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଶୁକ୍ରବାର ନିର୍ବାଚନ ଆୟୁକ୍ତ ପାଢ଼ୀ କହିଛନ୍ତି, ୨୦୨୭ରେ…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ ସେଠାରେ ପହଞ୍ଚି କୋର୍ଟରେ ଆତ୍ମସମର୍ପଣ କରିବେ। ଶେଖ ହାସିନା ଆହୁରି ମଧ୍ୟ କହିଛନ୍ତି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା ବନ୍ଦ ପାଇଁ ଚିଠି ଲେଖିଥିଲେ ପୁରୀ ଜିଲାପାଳ। ଚିଠିରେ ତିଥି ଅନୁସାରେ ରଥଯାତ୍ରା…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା ଆମେରିକା ସରକାରଙ୍କୁ ଏକ ଅତି ସମ୍ବେଦନଶୀଳ ସୂଚନା ଦେଇ ଚେତାବନୀ ଦେଇଛି। ଇରାନର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live