ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ ଗ୍ରହ ମଙ୍ଗଳ ଏବେ ରାହୁଙ୍କ ମାଲିକାନାରେ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀରେ ପିଏମ୍ ମୋଦିଙ୍କୁ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଦ୍ୱନ୍ଦ୍ୱ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ ହୋଇଯାଇଛି। ତହସିଲଦାର ଧୀରଜ ପାତ୍ରଙ୍କ ଅଧ୍ୟକ୍ଷତାରେ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ହୋଲସେଲ ଏବଂ ଖୁଚୁରା ଦର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ ଶ୍ରୀଲଙ୍କା ତୃତୀୟ ଦିନର ଶେଷ ସୁଦ୍ଧା…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍ ଚାଲିଥିଲେ ମଧ୍ୟ ଏହି ବିରାଟକାୟ ଜାହାଜର କୌଣସି ପତ୍ତା ମିଳିପାରୁନାହିଁ । ବିଶେଷଜ୍ଞଙ୍କ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍ (ମିଲ୍ ସ୍ତରର) ଦାମ୍ ୧୮ ପ୍ରତିଶତ ହ୍ରାସ ପାଇ କିଲୋପ୍ରତି ୫୫ ଟଙ୍କାରେ…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ ଦାୟୀ କରିଥିଲେ। ତାହାକୁ ଭାରତ ଖଣ୍ଡନ କରିଥିଲା। ଦୁଇ ଦେଶ ମଧ୍ୟରେ ଆରୋପ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ଇରାନର ଷ୍ଟେଟ୍ ଟେଲିଭିଜନରେ ପ୍ରସାରିତ ଏକ ଭିଡିଓରେ ଟ୍ରମ୍ପଙ୍କ ୨୦ ବର୍ଷୀୟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି। ଥାନାରେ ଏନେଇ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ. ୩୫୧/୨୦୨୬) ରୁଜୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ ନିଶାଦ୍ରବ୍ୟ ଭାବେ ବ୍ୟବହାର କରାଯିବା ସମ୍ଭାବନା ନେଇ ବିଶେଷଜ୍ଞ କମିଟି ଚିନ୍ତାବ୍ୟକ୍ତ କରିବା…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ ମଙ୍ଗଳବାର ଉତ୍ତର ପଶ୍ଚିମ ଆଡ଼କୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି ଅନେକ ଦାବିକୁ ନେଇ ଆସନ୍ତା ସେପ୍ଟେମ୍ବର ୧୧ରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ୟୁନାଇଟେଡ୍‌…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର ତାଙ୍କର କୌଣସି ଇଚ୍ଛା ନାହିଁ। ସେ ଆହୁରି କହିଛନ୍ତି ଯେ, ଭାଜପାକୁ ତଳିତଳାନ୍ତ…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି। ଏହାକୁ ନେଇ ଆସନ୍ତା ୫ ସେପ୍ଟେମ୍ବର ୨୦୨୬ରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live