ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ ଶ୍ରୀଜୀଉମାନେ ଅସୁସ୍ଥ ରହିଥିବାରୁ ବୈଦ୍ୟ ରାମାନାଥ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି। “ଗଛ ବଞ୍ଚିଲେ ଆମେ ବଞ୍ଚିବା” ବାର୍ତ୍ତାକୁ…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା ଦେଖିବାକୁ ମିଳିଛି। ତାର ବାଡ଼ରେ ଫସି…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର ଚାରିପଟେ ଖୋଲା ଅବସ୍ଥାରେ ରହିଛି ଏବଂ…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ ପରିବହନ କରୁଥିବା ୧୮ଟି ବାଣିଜ୍ୟ ଜାହାଜକୁ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବିଜେବି ନଗରରେ ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିରେ କାମ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍‌ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଏବଂ ଜଷ୍ଟିସ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଖୋଲାଖୋଲି ନାରାବାଜି କରାଯାଇଛି ଏବଂ ‘ଟ୍ରମ୍ପ ୱି ଉଇଲ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ ମାମଲାରେ ପୋଲିସ ଖୋଳତାଡ଼ କରିବା ପରେ ନକଲି ପୋଲିସ ବାବୁଙ୍କ କାରନାମା ଧରାପଡ଼ିଥିଲା।…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ ଇରାନକୁ ୨୪ ଘଣ୍ଟାର ଏକ କଡ଼ା ଚେତାବନୀ ବା ଅଲ୍ଟିମେଟମ ଦେଇଛି ।…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର) ମଧୁସୂଦନ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଶୁକ୍ରବାର ନିର୍ବାଚନ ଆୟୁକ୍ତ ପାଢ଼ୀ କହିଛନ୍ତି, ୨୦୨୭ରେ…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ ସେଠାରେ ପହଞ୍ଚି କୋର୍ଟରେ ଆତ୍ମସମର୍ପଣ କରିବେ। ଶେଖ ହାସିନା ଆହୁରି ମଧ୍ୟ କହିଛନ୍ତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live