ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର ଲୋକେ ମିଳିମିଶି ସୁଜାତାଙ୍କୁ ହତ୍ୟା କରିଥିବା…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ ଫଳ ପ୍ରଦାନ କରିଥାନ୍ତି। ସମସ୍ତ ଗ୍ରହମାନଙ୍କ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ ହୋଇଯାଇଛି। ଗତ ମାସରେ ଚାଷୀ ଧାନରୁଆ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ ୪ ସିଜନ ଖେଳିଥିଲେ ଏବଂ ସେ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ କଲେ, ଏହାର ପ୍ରଭାବ ରାଶିଚକ୍ର ଏବଂ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ, ମାତାଙ୍କର ହାତୀରେ ଆଗମନ ଅତ୍ୟନ୍ତ ଶୁଭ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା ନ ଭରିଲେ ଏହାକୁ ଆଦାୟ କରିବା ପାଇଁ କଠୋର ପଦକ୍ଷେପ ନେଇ ବିଚାର…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ ୱାଣ୍ଟେଡ ଥିବା ଅଭିଯୁକ୍ତ ସନ୍ଦୀପ ମିସ୍ତ୍ରୀଙ୍କୁ ସଂଯୁକ୍ତ ଆରବ ଏମିରେଟ୍ସ (UAE)ରୁ ଭାରତ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଓଡ଼ିଶା ବନ୍ଦରେ ସାମିଲ୍‌ ହେବାକୁ ଇଣ୍ଡି ମେଣ୍ଟର ସଦସ୍ୟଙ୍କୁ ସେ ଅପିଲ୍…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା ଦେଖଣାହାରୀଙ୍କ ଉପରେ ଖସିପଡ଼ିଥିଲା। ସେଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ ଅନୁଧ୍ୟାନ କାର୍ଯ୍ୟକ୍ରମ (ଜେଏମ୍‌ପି) ରିପୋର୍ଟରୁ ଏହା ଜଣାପଡ଼ିଛି । ୨୦୨୫ରେ ସାରା ବିଶ୍ୱର…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା ୨୨ରେ ହତ୍ୟାକାଣ୍ଡ ହୋଇଥିବା ବେଳେ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି ଶତକ ଦେଖିବାକୁ ମିଳିଛି। ଏହା ଦିନିକିଆ କ୍ରିକେଟ ଇତିହାସରେ ଏକ ନୂଆ ରେକର୍ଡ।…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ ଆହତ ହୋଇଛି। ରାଜନଗର ଥାନା ଅନ୍ତର୍ଗତ ଡାଙ୍ଗମାଳ ପଞ୍ଚାୟତର ବାଙ୍କୁଆଳ ଗାଁରେ ଆଜି…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଯାଚିକା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର, RBI ଏବଂ NPCIକୁ ନୋଟିସ ଜାରି…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga Mothiram Thittam) ଯୋଜନା ଆରମ୍ଭ କରିଛନ୍ତି । ଏହାର ଅର୍ଥ ‘ମାମୁଁଙ୍କ ପକ୍ଷରୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live