ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’ ନାମ ଏବଂ ‘ଫୁଲ ଓ ଘାସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ ସେଠୀଙ୍କ ଝିଅ କୁନି ଫାଇନାଲ ମ୍ୟାଚ୍‌ରେ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି ଦିଆଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ ଦାବି କରାଯାଇଥିଲା ଯେ, ଗତ ୧୦…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ କରି ୪ କେଜି ଗଞ୍ଜେଇ ଜବତ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଯାଚିକା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର, RBI ଏବଂ NPCIକୁ ନୋଟିସ ଜାରି…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga Mothiram Thittam) ଯୋଜନା ଆରମ୍ଭ କରିଛନ୍ତି । ଏହାର ଅର୍ଥ ‘ମାମୁଁଙ୍କ ପକ୍ଷରୁ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ ଜାହିର କରିବା, ସାମ୍ବିଧାନିକ ସଂସ୍ଥାର ସ୍ବାଧୀନତାକୁ କ୍ଷୁଣ୍ଣ କରି ନିଜ ଶୈଳୀରେ ତାହାକୁ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା ଯୋଗୁ ବାରମ୍ବାର ବନ୍ୟା ହୋଇ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୨୯୬ ରନ୍‌ର ଟାର୍ଗେଟ୍ ରଖିଥିଲା। ଭାରତ ୮ ୱିକେଟ୍ ବାକି ଥାଇ ବାଜି…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ ଏହି ହଡ଼ତାଳ ଡାକରା ଦେଇଛି। ଏପରି ସ୍ଥିତିରେ ଦେଶର ଲକ୍ଷ ଲକ୍ଷ ଗ୍ରାହକଙ୍କ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍‌ ଲଞ୍ଚ କରିପାରନ୍ତି। ଏହିସବୁ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ। ସମଗ୍ର ଓଡ଼ିଶାରେ ଏହାକୁ ନେଇ ଆନନ୍ଦ ପ୍ରକାଶ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live