ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ରମ୍ଭା ଥାନା…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ ପ୍ରତାରଣା କରିଥିବା ଅଭିଯୋଗରେ ବାରକୋଟ ଥାନା…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଛି।…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ସୁବ୍ରତ…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’ ପାଳିତ ହୋଇଯାଇଥିବା ବେଳେ, ଏହି ଦିବସଟି…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ ଦେଶରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବିଜେବି ନଗରରେ ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିରେ କାମ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍‌ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଏବଂ ଜଷ୍ଟିସ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଖୋଲାଖୋଲି ନାରାବାଜି କରାଯାଇଛି ଏବଂ ‘ଟ୍ରମ୍ପ ୱି ଉଇଲ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ ମାମଲାରେ ପୋଲିସ ଖୋଳତାଡ଼ କରିବା ପରେ ନକଲି ପୋଲିସ ବାବୁଙ୍କ କାରନାମା ଧରାପଡ଼ିଥିଲା।…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ ଇରାନକୁ ୨୪ ଘଣ୍ଟାର ଏକ କଡ଼ା ଚେତାବନୀ ବା ଅଲ୍ଟିମେଟମ ଦେଇଛି ।…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର) ମଧୁସୂଦନ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଶୁକ୍ରବାର ନିର୍ବାଚନ ଆୟୁକ୍ତ ପାଢ଼ୀ କହିଛନ୍ତି, ୨୦୨୭ରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live