ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ ରେକର୍ଡ କରିଆସୁଥିବା କୋହଲି ଏଭଳି ଏକ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି ସଭାପତି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀ ପଞ୍ଚାୟତର ମେରାମା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା ପରେ ସୋମବାର ପ୍ରଥମ ଥର ପାଇଁ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ। ମିଳିଥିବା ସୂଚନା ମୁତାବକ, ଉକ୍ତ ଦମ୍ପତି…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା ୨୨ରେ ହତ୍ୟାକାଣ୍ଡ ହୋଇଥିବା ବେଳେ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି ଶତକ ଦେଖିବାକୁ ମିଳିଛି। ଏହା ଦିନିକିଆ କ୍ରିକେଟ ଇତିହାସରେ ଏକ ନୂଆ ରେକର୍ଡ।…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ ଆହତ ହୋଇଛି। ରାଜନଗର ଥାନା ଅନ୍ତର୍ଗତ ଡାଙ୍ଗମାଳ ପଞ୍ଚାୟତର ବାଙ୍କୁଆଳ ଗାଁରେ ଆଜି…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଯାଚିକା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର, RBI ଏବଂ NPCIକୁ ନୋଟିସ ଜାରି…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga Mothiram Thittam) ଯୋଜନା ଆରମ୍ଭ କରିଛନ୍ତି । ଏହାର ଅର୍ଥ ‘ମାମୁଁଙ୍କ ପକ୍ଷରୁ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ ଜାହିର କରିବା, ସାମ୍ବିଧାନିକ ସଂସ୍ଥାର ସ୍ବାଧୀନତାକୁ କ୍ଷୁଣ୍ଣ କରି ନିଜ ଶୈଳୀରେ ତାହାକୁ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା ଯୋଗୁ ବାରମ୍ବାର ବନ୍ୟା ହୋଇ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୨୯୬ ରନ୍‌ର ଟାର୍ଗେଟ୍ ରଖିଥିଲା। ଭାରତ ୮ ୱିକେଟ୍ ବାକି ଥାଇ ବାଜି…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live