ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ ନାମ ପ୍ରଦୀପ୍ତ ମହାନ୍ତ (୪୫)। ତାଙ୍କ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ ଚୟନ କମିଟି ଭାରତର ଏକଦିବସୀୟ ଏବଂ…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌ ସବଷ୍ଟେଶନ ଲୋକାର୍ପଣ କରିଛନ୍ତି। ଏହି ଗ୍ରୀଡ୍‌…

‘ମୁଁ ଆତ୍ମହତ୍ୟା କରିଦେବି….’ନିର୍ବାଚନ କମିଶନରଙ୍କୁ ଘରକୁ ଡକାଇ ଏଭଳି କହିଥିଲେ ମନମୋହନ ସିଂ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୨।୭: ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ଦଶ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ମନମୋହନ ସିଂଙ୍କ ସମ୍ପର୍କରେ ଏକ ଆକର୍ଷଣୀୟ କାହାଣୀ ସାମ୍ନାକୁ ଆସିଛି। ଏହି ଘଟଣାଟି ୨୦୧୨ ମସିହାର, ଯେତେବେଳେ…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍‌ ୨୧ ତାରିଖ…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪ ଜୁଲାଇରେ ଆରମ୍ଭ ହେବ, ପ୍ରଥମ ମ୍ୟାଚ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା ସେତେବେଳେ GFS Galaxy ନାମକ ଜାହାଜରେ ଏଗାର ଜଣ ଭାରତୀୟ ଥିଲେ। ଭାରତ…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି। ଇରାନର ଇସଲାମିକ ରିଭଲ୍ୟୁସନରୀ ଗାର୍ଡ କର୍ପସ (IRGC)…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ ମିଳିବା ପରେ ପୋଲିସ ତଦନ୍ତ ଜୋରଦାର ହୋଇଛି। ଜଣେ ବ୍ୟକ୍ତି ରାତି ୧୨ଟା…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବିଜେବି ନଗରରେ ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିରେ କାମ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍‌ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଏବଂ ଜଷ୍ଟିସ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଖୋଲାଖୋଲି ନାରାବାଜି କରାଯାଇଛି ଏବଂ ‘ଟ୍ରମ୍ପ ୱି ଉଇଲ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live