୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ ଏକ ଗୁରୁତର ଅପରାଧ ଅଭିଯୋଗରେ ଲଗାତାର…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ପକ୍ଷରୁ କେନ୍ଦ୍ର ସରକାରଙ୍କ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ ଗୁପ୍ତ ଭାବରେ ଯାତ୍ରା କରିଥିଲେ। ସେ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟ ଅସ୍ଥିର ରହିବାର ସମ୍ଭାବନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ ହରାଇବା ପରେ ଦଳକୁ ଫେରିଥିଲେ। ତଥାପି,…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା ସେତେବେଳେ GFS Galaxy ନାମକ ଜାହାଜରେ ଏଗାର ଜଣ ଭାରତୀୟ ଥିଲେ। ଭାରତ…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି। ଇରାନର ଇସଲାମିକ ରିଭଲ୍ୟୁସନରୀ ଗାର୍ଡ କର୍ପସ (IRGC)…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ ମିଳିବା ପରେ ପୋଲିସ ତଦନ୍ତ ଜୋରଦାର ହୋଇଛି। ଜଣେ ବ୍ୟକ୍ତି ରାତି ୧୨ଟା…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବିଜେବି ନଗରରେ ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିରେ କାମ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍‌ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଏବଂ ଜଷ୍ଟିସ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live