LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ ଲାଗୁ ହେବାକୁ ଯାଉଛି ଯାହା ଆପଣଙ୍କ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ ଖେଳିଥିଲେ। ବିରାଟ କୋହଲିଙ୍କ ସହ ମିଶି…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି । ଏହି କ୍ରମରେ ଭାରତୀୟ ଶେୟାର ବଜାର…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ ଦିଶେ। ମାତ୍ର ଏହାକୁ ଭାଙ୍ଗିଲେ ଭିତରେ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ ଏକ ମିଡିଆ ସଂସ୍ଥାର କାର୍ଯ୍ୟକ୍ରମରେ ରେଭନ୍ତ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ ହେବା ପରେ ଏବେ ସେମିଫାଇନାଲ ଓ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା ଦେଖଣାହାରୀଙ୍କ ଉପରେ ଖସିପଡ଼ିଥିଲା। ସେଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ ଅନୁଧ୍ୟାନ କାର୍ଯ୍ୟକ୍ରମ (ଜେଏମ୍‌ପି) ରିପୋର୍ଟରୁ ଏହା ଜଣାପଡ଼ିଛି । ୨୦୨୫ରେ ସାରା ବିଶ୍ୱର…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା ୨୨ରେ ହତ୍ୟାକାଣ୍ଡ ହୋଇଥିବା ବେଳେ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି ଶତକ ଦେଖିବାକୁ ମିଳିଛି। ଏହା ଦିନିକିଆ କ୍ରିକେଟ ଇତିହାସରେ ଏକ ନୂଆ ରେକର୍ଡ।…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ ଆହତ ହୋଇଛି। ରାଜନଗର ଥାନା ଅନ୍ତର୍ଗତ ଡାଙ୍ଗମାଳ ପଞ୍ଚାୟତର ବାଙ୍କୁଆଳ ଗାଁରେ ଆଜି…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଯାଚିକା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର, RBI ଏବଂ NPCIକୁ ନୋଟିସ ଜାରି…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga Mothiram Thittam) ଯୋଜନା ଆରମ୍ଭ କରିଛନ୍ତି । ଏହାର ଅର୍ଥ ‘ମାମୁଁଙ୍କ ପକ୍ଷରୁ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ ଜାହିର କରିବା, ସାମ୍ବିଧାନିକ ସଂସ୍ଥାର ସ୍ବାଧୀନତାକୁ କ୍ଷୁଣ୍ଣ କରି ନିଜ ଶୈଳୀରେ ତାହାକୁ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା ଯୋଗୁ ବାରମ୍ବାର ବନ୍ୟା ହୋଇ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live