ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍‌ଡେନ୍‌ ସୁଯୋଗ, ଅଚାନକ ଧନଲାଭ

ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ ଦ୍ୱାଦଶ ଭାବରେ ଅବସ୍ଥାନ କଲେ ଏହି…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି । ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ ଓ ଚିଗରସ ହାର୍ଭେଷ୍ଟ ମାଇଟ୍‌ର ଛୋଟ…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ସଦ୍ୟ ଦୃଷ୍ଟାନ୍ତ। ୫ ସେପ୍ଟେମ୍ବର ୨୦୨୬ରେ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ରଏଟର୍ସ ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ରବିବାର…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। ରବିବାର ଗଙ୍ଗାନଦୀ ଜଳ ପାଟନାରେ ସର୍ବୋଚ୍ଚ ସ୍ତର ଅତିକ୍ରମ କରିଥିବାରୁ କର୍ତ୍ତୃପକ୍ଷ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ନିକଟରେ ଦାଖଲ ହୋଇଥିବା ଜଣାପଡ଼ିଛି। ଅଭିଯୋଗ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ, ସୋସିଆଲ ମିଡିଆରେ କିଛି ୟୁଜର ଟ୍ରମ୍ପଙ୍କ ହାତର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁଃଖଦ ଘଟଣା ପରେ ଅନେକ ଲୋକ ଭଗ୍ନାବଶେଷ ତଳେ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ ଆଶ୍ଚର୍ଯ୍ୟ ହୋଇଥିଲେ। ଯାତ୍ରା ସମୟରେ, ପ୍ରଧାନମନ୍ତ୍ରୀଙ୍କୁ ପିଲାମାନଙ୍କ ସହିତ କଥାବାର୍ତ୍ତା କରୁଥିବାର ଦେଖାଯାଇଥିଲା।…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର ପ୍ରସ୍ତୁତି ଚଳାଇଛନ୍ତି। ସେଥିପାଇଁ ସ୍ୱତନ୍ତ୍ର ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଅକ୍ଟୋବର ୨୪ରୁ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ ଦୁନିଆ ସାରାର ପର୍ବତାରୋହୀ ପାଗଳ, ସେହି ଏଭରେଷ୍ଟର ବରଫ ନଦୀ ଏବେ ମଣିଷର…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ ବୟସ ପର୍ଯ୍ୟନ୍ତ ହିଁ କରାଯାଇପାରିବ। କିନ୍ତୁ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ! ଯଦି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live