ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ କରାଯାଇଛି । ଗଞ୍ଜେଇ ଥିବା ନେଇ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ ଜଣାଶୁଣା। ସେ ‘ବଲୁଚ ୟକଜେହତୀ କମିଟି’…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏନଏସିର…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ ପ୍ରଶଂସକ ଅପେକ୍ଷା କରି ରହିଛନ୍ତି। ଏମିତିରେ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ କରୁଥିବା ବେଳେ ବୁଧବାର ଅପରାହ୍ନ ପ୍ରାୟ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପରିବହନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ବେଳେ ଗୁରୁତ୍ବପୂର୍ଣ୍ଣ…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ. ପଦ୍ମଲୋଚନ ନାୟକଙ୍କୁ ବୁଧବାର ଗିରଫ କରିଛି ଭିଜିଲାନ୍ସ। ନିଜ ଆୟଠାରୁ ୧୧୯% ଅଧିକ…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ ଏହାକୁ ନିଷିଦ୍ଧ କରିବା ଲାଗି ପୃଥିବୀବ୍ୟାପୀ ଗୋଟେ ପଦକ୍ଷେପ ନିଆଯିବା ଆରମ୍ଭ ହୋଇଛି…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ୨୬…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହରେ ୫ ଜଣ କଏଦୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ବେଳେ, ସେମାନଙ୍କ ମଧ୍ୟରୁ…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ ଏହି ସାକ୍ଷାତକାର ପରେ ରାଜନୈତିକ ମହଲରେ ହଲଚଲ ଜୋର୍‌ ଧରିଛି। ରାଷ୍ଟ୍ରପତି ଭବନ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ମୋଟ ୬୫ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ ସହଜ ହୋଇଥିଲା। ଉଇକେଟକିପର-ବ୍ୟାଟରଙ୍କ ବଦଳରେ, ଭାରତୀୟ ସ୍ପିନର କୁଲଦୀପ ଯାଦବ ଦିଲ୍ଲୀରୁ ଲକ୍ଷ୍ନୌ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ଏବଂ ପଞ୍ଜାବ ପ୍ରଦେଶ ଅଧ୍ୟକ୍ଷ କେବଳ ସିଂହ ଢିଲ୍ଲୋଙ୍କୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି  ୨୩,୯୦୦ ଅଙ୍କ ତଳକୁ ଖସିଯାଇଛି। ଦକ୍ଷିଣ କୋରିଆରେ ମାନ୍ଦାବସ୍ଥା ଯୋଗୁ ଭାରତୀୟ ଷ୍ଟକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live