ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ଚାମେଲୀ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ ଭାରତୀୟ ଦମ୍ପତିଙ୍କ ପାଇଁ ଶ୍ରୀଲଙ୍କା ସବୁଠାରୁ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା କମ୍‌ କଷ୍ଟରେ ମଦ ଛାଡ଼ିପାରିବ। ଏସବୁ…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଫ୍ରାଞ୍ଚାଇଜ ଏକ ସରକାରୀ…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା ସମ୍ପର୍କିତ କାରଣ ବିଷୟରେ ତର୍ଜମା କରିବା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି ତାଙ୍କ ନିଜ ଚାଷ ଜମିରେ ରାସ୍ତା…

ଭାରତ ଏକ ଗୋତ୍ର

ଭାରତରେ ନାମ ପରିବର୍ତ୍ତନ କିଛି ଦଶନ୍ଧି ପୂର୍ବେ ଆରମ୍ଭ ହୋଇଥିଲା। ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଆଦି ନାମ ଚଳିତ ଶତାବ୍ଦୀର ଟିକେ ପୂର୍ବରୁ ବା ପରେ ସ୍ଥାନୀୟ ଭାଷାର ଉଚ୍ଚାରଣ ଓ ଭୌଗୋଳିକ ସ୍ଥିତିକୁ ନେଇ କରାଯାଇଥିଲା। ପରେ ତାହାର…

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ଦ୍ଧାରିତ ସମୟସୀମା ଅନୁସାରେ ନିର୍ବାଚନ ଅନୁଷ୍ଠିତ ହେବ।…

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ ଅତିକମରେ ୪୪ଜଣ ପ୍ରାଣ ହରାଇଥିବାବେଳେ ପ୍ରାୟ ୨.୬ଲକ୍ଷରୁ ଅଧିକ ପରିବାର ପ୍ରଭାବିତ ହୋଇଛନ୍ତି।…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଟିଭିକେ ଯୋଗଦେବା ନିମନ୍ତେ ପୂର୍ବତନ ସହଯୋଗୀ ଭିସିକେ ଦେଇଥିବା ପ୍ରସ୍ତାବକୁ ଷ୍ଟାଲିନ୍‌ ପ୍ରତ୍ୟାଖ୍ୟାନ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ ଲୋକ ରାସ୍ତାକୁ ଓହ୍ଲାଇ ସରକାରଙ୍କ ଉଚ୍ଛେଦ ଅଭିଯାନର ପ୍ରତିବାଦ କରିଛନ୍ତି। ବିକ୍ଷୋଭକୁ ଦେଶର…

ବ୍ୟାଙ୍କକ୍‌ରେ ଭୟଙ୍କର ଅଗ୍ନିକାଣ୍ଡ: ୧୮ ମହିଳାଙ୍କ ସମେତ ଜଳିଗଲେ ୨୭

ବ୍ୟାଙ୍କକ୍‌,୧୩ା୭: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ର ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମ୍‌ରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ମହିଳାଙ୍କ ସମେତ ୨୭ଜଣ ଜିଅନ୍ତା ଜଳିଯାଇଛନ୍ତି। ୬୦ ଆହତଙ୍କ ମଧ୍ୟରୁ ୨୨ ଜଣ ଗୁରୁତର ହୋଇଛନ୍ତି। ରବିବାର ବିଳମ୍ବିତ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ ସହ ୨ ପୁଅଙ୍କ ମୃତ୍ୟୁ ଘଟିଛି। ମା’ ଏବଂ ଆଉ ଜଣେ ୧୦…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା ସେତେବେଳେ GFS Galaxy ନାମକ ଜାହାଜରେ ଏଗାର ଜଣ ଭାରତୀୟ ଥିଲେ। ଭାରତ…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି। ଇରାନର ଇସଲାମିକ ରିଭଲ୍ୟୁସନରୀ ଗାର୍ଡ କର୍ପସ (IRGC)…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live