ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା (Additional Declaration)କୁ ECINET ପୋର୍ଟାଲରୁ ହଟାଇ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଗୋବର୍ଦ୍ଧନ ମହାନ୍ତ। ସୂଚନା…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଏଭଳି ଦାବି କରାଯାଉଛି…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ ଫସଲ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି।…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି ରାଶି ପାଇଁ ସମସ୍ୟାପୂର୍ଣ୍ଣ ରହିପାରେ। ବକ୍ରୀ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଶୋ-ରୁମ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି। ହେଲେ ଭାରତ ତାହାକୁ ଅଗ୍ରାହ୍ୟ କରୁଥିବା ବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ଓଡ଼ିଶା ବନ୍ଦ କରାଯିବ। ତେଣୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲାରେ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା ନ ଭରିଲେ ଏହାକୁ ଆଦାୟ କରିବା ପାଇଁ କଠୋର ପଦକ୍ଷେପ ନେଇ ବିଚାର…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ ୱାଣ୍ଟେଡ ଥିବା ଅଭିଯୁକ୍ତ ସନ୍ଦୀପ ମିସ୍ତ୍ରୀଙ୍କୁ ସଂଯୁକ୍ତ ଆରବ ଏମିରେଟ୍ସ (UAE)ରୁ ଭାରତ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଓଡ଼ିଶା ବନ୍ଦରେ ସାମିଲ୍‌ ହେବାକୁ ଇଣ୍ଡି ମେଣ୍ଟର ସଦସ୍ୟଙ୍କୁ ସେ ଅପିଲ୍…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା ଦେଖଣାହାରୀଙ୍କ ଉପରେ ଖସିପଡ଼ିଥିଲା। ସେଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ ଅନୁଧ୍ୟାନ କାର୍ଯ୍ୟକ୍ରମ (ଜେଏମ୍‌ପି) ରିପୋର୍ଟରୁ ଏହା ଜଣାପଡ଼ିଛି । ୨୦୨୫ରେ ସାରା ବିଶ୍ୱର…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା ୨୨ରେ ହତ୍ୟାକାଣ୍ଡ ହୋଇଥିବା ବେଳେ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି ଶତକ ଦେଖିବାକୁ ମିଳିଛି। ଏହା ଦିନିକିଆ କ୍ରିକେଟ ଇତିହାସରେ ଏକ ନୂଆ ରେକର୍ଡ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live