ଅଶାନ୍ତ ମିଡଲ ଇଷ୍ଟ: ତେଲ ଟ୍ୟାଙ୍କର ଉପରେ ଆକ୍ରମଣରେ ଭାରତୀୟ ମୃତ

ତେହରାନ,୧୪।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହା ମଧ୍ୟରେ, ସଂଯୁକ୍ତ ଆରବ ଏମିରେଟ୍ସ (UAE) ଦାବି କରିଛି ଯେ…

ରାମ ମନ୍ଦିର ଦାନ ଟଙ୍କା ଚୋରି ମାମଲା: ୟୁପି ଏସ୍‌ଆଇଟିକୁ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭ (ପି.ଟି.): ଅଯୋଧ୍ୟା ରାମମନ୍ଦିରକୁ ମିଳିଥିବା ଦାନ ଟଙ୍କା ଆତ୍ମସାତ୍‌ ଅଭିଯୋଗର ତଦନ୍ତ ପାଇଁ ଉତ୍ତରପ୍ରଦେଶ ସରକାର ଗଠନ କରିଥିବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)କୁ ମାମଲା ଉପରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ…

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ନେଇ…

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି ନିଆଁ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ ଦକ୍ଷିଣ…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ ପରଲୋକ ଘଟିଛି। ସୋମବାର ସିଡ୍‌ନୀଠାରେ ତାଙ୍କର…

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି। ହାତୀଟି ଗାଁ ନିକଟରେ ବୁଲୁଥିବା ଖବର…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରେ ସୁରକ୍ଷିତ ଭାବେ ଆଶ୍ରୟ ଦିଆଯିବା ପରେ ଏଠାକାର ବୈଦେଶିକ ନୀତିରେ ଅସ୍ବାଭାବିକତା…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ନବଯୌବନ ବେଶରେ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କୁ ଭେଟି ଭାଜପା ବିରୋଧରେ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ ଅନୁଷ୍ଠିତ ହେବାକୁ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନାଗରିକତ୍ୱ ନ୍ୟାୟସଙ୍ଗତ ପ୍ରକ୍ରିୟାରେ ନିର୍ଦ୍ଧାରଣ ହେଉ

ନୂଆଦିଲ୍ଲୀ,୧୪ା୭: ଗୁଆହାଟୀ ହାଇକୋର୍ଟ ପୂର୍ବରୁ ଫରେନର୍ସ ଟ୍ରିବ୍ୟୁନାଲ ଦେଇଥିବା ରାୟକୁ କାଏମ୍‌ ରଖି ୨୭ ଜଣଙ୍କୁ ବିଦେଶୀ ଘୋଷଣା କରିଥିବାବେଳେ ସୁପ୍ରିମକୋର୍ଟ ସୋମବାର ଏହାକୁ ଖାରଜ କରିଦେଇଛନ୍ତି। ନାଗରିକତ୍ୱ ପ୍ରଶ୍ନର ସମାଧାନ ନିରପେକ୍ଷ, ଆଇନସମ୍ମତ ଓ ଯୁକ୍ତିଯୁକ୍ତ ପ୍ରକ୍ରିୟାରେ ହେବା ଜରୁରୀ…

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଯୋଗ୍ୟ, ଅନ୍ୟାୟ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି ।ଏଥିପାଇଁ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା ଟେଷ୍ଟ ମ୍ୟାଚ ଥିଲା ଏବଂ ଭାରତୀୟ ମହିଳା ଦଳ ଏହାକୁ ଜିତି ଇତିହାସ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live