ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ଭିତରେ ସବୁକିଛି ଠିକ ଅଛି…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା। ଫଳରେ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କ ମୃତ୍ୟୁ…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ ଛକ ନିକଟରେ ମଙ୍ଗଳବାର ସକାଳ ପ୍ରାୟ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଯୋଜନାର…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ କରିଛି। ଘଟଣା ସମ୍ପର୍କରେ ସ୍ପଷ୍ଟୀକରଣ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ। ଏହି ସିରିଜ୍‌ରେ ବିରାଟ କୋହଲି ଏବଂ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରେ ସୁରକ୍ଷିତ ଭାବେ ଆଶ୍ରୟ ଦିଆଯିବା ପରେ ଏଠାକାର ବୈଦେଶିକ ନୀତିରେ ଅସ୍ବାଭାବିକତା…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ନବଯୌବନ ବେଶରେ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କୁ ଭେଟି ଭାଜପା ବିରୋଧରେ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ ଅନୁଷ୍ଠିତ ହେବାକୁ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନାଗରିକତ୍ୱ ନ୍ୟାୟସଙ୍ଗତ ପ୍ରକ୍ରିୟାରେ ନିର୍ଦ୍ଧାରଣ ହେଉ

ନୂଆଦିଲ୍ଲୀ,୧୪ା୭: ଗୁଆହାଟୀ ହାଇକୋର୍ଟ ପୂର୍ବରୁ ଫରେନର୍ସ ଟ୍ରିବ୍ୟୁନାଲ ଦେଇଥିବା ରାୟକୁ କାଏମ୍‌ ରଖି ୨୭ ଜଣଙ୍କୁ ବିଦେଶୀ ଘୋଷଣା କରିଥିବାବେଳେ ସୁପ୍ରିମକୋର୍ଟ ସୋମବାର ଏହାକୁ ଖାରଜ କରିଦେଇଛନ୍ତି। ନାଗରିକତ୍ୱ ପ୍ରଶ୍ନର ସମାଧାନ ନିରପେକ୍ଷ, ଆଇନସମ୍ମତ ଓ ଯୁକ୍ତିଯୁକ୍ତ ପ୍ରକ୍ରିୟାରେ ହେବା ଜରୁରୀ…

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଯୋଗ୍ୟ, ଅନ୍ୟାୟ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି ।ଏଥିପାଇଁ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା ଟେଷ୍ଟ ମ୍ୟାଚ ଥିଲା ଏବଂ ଭାରତୀୟ ମହିଳା ଦଳ ଏହାକୁ ଜିତି ଇତିହାସ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live