ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ ସଂଘର୍ଷ କରୁଥାଆନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଏହା…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା ପାଇଁ ଦର୍ଶକମାନେ ସେଠାରେ ଭିଡ଼ ଜମାଇଥିଲେ,…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି । ଟ୍ରାନ୍ସଫର୍ମରଟି ଅସୁରକ୍ଷିତ ଭାବେ ରହିଥିବା…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ ହୋଇନାହିଁ। ଏବେ ତାଙ୍କ ଆଗାମୀ ଫିଲ୍ମ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ ବିତିଯାଇଛି । ତଥାପି ଜିଲା ପ୍ରଶାସନ…

ଉପନିର୍ବାଚନନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର ୯ ତାରିଖରେ ଭୋଟ ଗଣତି କରାଯିବ।…

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

elections

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହେବ। ଆସନ୍ତା ୬ ଅକ୍ଟୋବର…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର ବୁକ୍‌ କରିବାର ୪୫ ଦିନ ପରେ ହିଁ ଦ୍ୱିତୀୟ ସିଲିଣ୍ଡର ବୁକ୍‌ କରାଯାଇପାରିବ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ସଦ୍ୟ ଦୃଷ୍ଟାନ୍ତ। ୫ ସେପ୍ଟେମ୍ବର ୨୦୨୬ରେ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ରଏଟର୍ସ ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ରବିବାର…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। ରବିବାର ଗଙ୍ଗାନଦୀ ଜଳ ପାଟନାରେ ସର୍ବୋଚ୍ଚ ସ୍ତର ଅତିକ୍ରମ କରିଥିବାରୁ କର୍ତ୍ତୃପକ୍ଷ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ନିକଟରେ ଦାଖଲ ହୋଇଥିବା ଜଣାପଡ଼ିଛି। ଅଭିଯୋଗ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ, ସୋସିଆଲ ମିଡିଆରେ କିଛି ୟୁଜର ଟ୍ରମ୍ପଙ୍କ ହାତର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁଃଖଦ ଘଟଣା ପରେ ଅନେକ ଲୋକ ଭଗ୍ନାବଶେଷ ତଳେ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ ଆଶ୍ଚର୍ଯ୍ୟ ହୋଇଥିଲେ। ଯାତ୍ରା ସମୟରେ, ପ୍ରଧାନମନ୍ତ୍ରୀଙ୍କୁ ପିଲାମାନଙ୍କ ସହିତ କଥାବାର୍ତ୍ତା କରୁଥିବାର ଦେଖାଯାଇଥିଲା।…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର ପ୍ରସ୍ତୁତି ଚଳାଇଛନ୍ତି। ସେଥିପାଇଁ ସ୍ୱତନ୍ତ୍ର ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଅକ୍ଟୋବର ୨୪ରୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live