ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ ବିଦ୍ୟାଳୟରେ ମ୍ୟାଲେରିଆ ବ୍ୟାପିବାରେ ଲାଗିଛି। ମ୍ୟାଲେରିଆରେ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା ଉଦ୍ୟମ ଘଟଣାରେ ମଙ୍ଗଳବାର ତଦନ୍ତକାରୀ ଅଧିକାରୀ…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା ପାଇଁ ସତର୍କତା ବଢ଼ାଯାଇଛି । ଆଗାମୀ…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି। ସ୍ଥିତି ଉପରେ ନଜର ରଖାଯାଇଛି। ସୀମାବର୍ତ୍ତୀ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ ଉଦ୍ଧାର ହୋଇଥିବା…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ କରି ପଶ୍ଚିମ ଓଡିଶାର ମହାନ ସଂସ୍କୃତିକୁ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି ଆରମ୍ଭ ହୋଇଛି ଏବଂ ଏହା ଆପଣଙ୍କ ATM ଉପରେ କିପରି ପ୍ରଭାବ ପକାଇବ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ ପ୍ରଥମେ ବୋଲିଂ କରିବ। ଯୁବ ଦ୍ରୁତ ବୋଲର ଗୁରନୂର ବ୍ରାରଙ୍କୁ ଭାରତୀୟ ଦଳରେ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରେ ସୁରକ୍ଷିତ ଭାବେ ଆଶ୍ରୟ ଦିଆଯିବା ପରେ ଏଠାକାର ବୈଦେଶିକ ନୀତିରେ ଅସ୍ବାଭାବିକତା…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ନବଯୌବନ ବେଶରେ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କୁ ଭେଟି ଭାଜପା ବିରୋଧରେ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ ଅନୁଷ୍ଠିତ ହେବାକୁ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନାଗରିକତ୍ୱ ନ୍ୟାୟସଙ୍ଗତ ପ୍ରକ୍ରିୟାରେ ନିର୍ଦ୍ଧାରଣ ହେଉ

ନୂଆଦିଲ୍ଲୀ,୧୪ା୭: ଗୁଆହାଟୀ ହାଇକୋର୍ଟ ପୂର୍ବରୁ ଫରେନର୍ସ ଟ୍ରିବ୍ୟୁନାଲ ଦେଇଥିବା ରାୟକୁ କାଏମ୍‌ ରଖି ୨୭ ଜଣଙ୍କୁ ବିଦେଶୀ ଘୋଷଣା କରିଥିବାବେଳେ ସୁପ୍ରିମକୋର୍ଟ ସୋମବାର ଏହାକୁ ଖାରଜ କରିଦେଇଛନ୍ତି। ନାଗରିକତ୍ୱ ପ୍ରଶ୍ନର ସମାଧାନ ନିରପେକ୍ଷ, ଆଇନସମ୍ମତ ଓ ଯୁକ୍ତିଯୁକ୍ତ ପ୍ରକ୍ରିୟାରେ ହେବା ଜରୁରୀ…

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଯୋଗ୍ୟ, ଅନ୍ୟାୟ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live