ପାଇଲଟ ସ୍ମିତଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧିନଗର,୧।୧୦: ଗୁଜରାଟ ସରକାର ସାହସୀ ପାଇଲଟ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସୋମନାଥ ମନ୍ଦିରରେ ବିଶେଷ ପ୍ରାର୍ଥନା କରାଯାଇଥିଲା। ରାଜ୍ୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା ଥିବା ସ୍ଥାନଗୁଡ଼ିକରେ ଏନ୍‌ଏସ୍‌ସି କର୍ମଚାରୀ ଓ…

୧୦୦ ବର୍ଷ ପରେ ନବରାତ୍ରିରେ ଗଜକେସରୀ ଯୋଗ: ସିଂହ, ମକର ସମେତ ଏହି ୭ ରାଶିଙ୍କର ଚାଲିବ ଗୋଲଡେନ୍‌ ଟାଇମ, ପ୍ରବଳ ଧନ ଯୋଗ ସହ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରିକୁ ମା’ ଦୁର୍ଗାଙ୍କ ଆରାଧନାର ଅନ୍ୟତମ ପ୍ରମୁଖ ପର୍ବ ଭାବେ ଗ୍ରହଣ କରାଯାଏ। ଏହି ୯ ଦିନ ଧରି ଭକ୍ତମାନେ ମା’ ଦୁର୍ଗାଙ୍କ ନବରୂପଙ୍କୁ ପୂଜା କରିବା ସହ…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ସ୍ବର୍ଣ୍ଣ ପଦକ ପାଇଁ…

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ ସେମିଫାଇନାଲରେ ବିଜୟୀ ହୋଇ ଗୋଲ୍ଡ ମେଡାଲ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ ନିଜ ନାମରେ କରିସାରିଛି । ଏବେ…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି ବରିଷ୍ଠ IAS ଅଧିକାରୀ ଜଣକ ବ୍ୟକ୍ତିଗତ ଏବଂ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏହି…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୪-୩ ଗୋଲ୍‌ରେ ବିଜୟୀ ହୋଇଛି । ମ୍ୟାଚ୍‌ର ୬୦ତମ ମିନିଟ୍‌ରେ ଅଭିଷେକ ନିର୍ଣ୍ଣାୟକ…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରି ଫାଇନାଲ ଟିକେଟ୍ ହାସଲ କରିଛି ।…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁତର ଭାବେ ଆହତ ହୋଇଥିଲେ ମଧ୍ୟ ଅନ୍ୟମାନଙ୍କ ଜୀବନ…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଗୁଆହାଟୀରେ ଖେଳୁଥିବା ବେଳେ ରୋହିତ ୧୨,୦୦୦ ଦିନିକିଆ ରନ ପୂରଣ କରିଛନ୍ତି। ଏହା…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏପଟେ ଉତ୍ତର-ପଶ୍ଚିମ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ କରିଛି । ଗୁଆହାଟୀରେ ଖେଳାଯାଇଥିବା ମୁକାବିଲାରେ ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ୫୦…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା ସମୟରେ ଜଣେ ପାଇଲଟ୍ ଅନ୍ୟ ପାଇଲଟ୍‌ଙ୍କୁ ଛୁରିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ଦଳ ରାଜତନ୍ତ୍ର କିମ୍ବା ପରିବାର ଶାସନ ପାଇଁ ରାଜନୀତିକୁ ଆସିନାହିଁ,…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତି ଓ ଅନ୍ୟାନ୍ୟ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live