ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ ପିଟି ହୋଇଥିଲା। ବାଇକରେ ଥିବା ୨…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ କିମ୍ବା ସନ୍ତାନ କେହି ନଥିବାରୁ ଏକାକୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି। ବରିଷ୍ଠ କଂଗ୍ରେସ ନେତା ରବି ମଙ୍ଗରାଜଙ୍କ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି ସେନେଇ କେହି ଠିକ୍‌ ସୂଚନା ଦେଇପାରିନାହାନ୍ତି।…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ ନିଜର ବାର୍ତ୍ତାରେ ମହାପ୍ରଭୁଙ୍କ ଭଉଣୀଙ୍କୁ ‘ଶ୍ରୀମତୀ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଧାର୍ଯ୍ୟ କରିଥିବା ୪ ପ୍ରତିଶତଠାରୁ ଏହା ଅଧିକ ହୋଇଛି।…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ଇଂଲଣ୍ଡକୁ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ ଫ୍ରାନ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷରେ ଫ୍ରାନ୍ସ ତୃତୀୟ ଥର ସେମିଫାଇନାଲରୁ ବିଦାୟ ନେଇଛି।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି ଆରମ୍ଭ ହୋଇଛି ଏବଂ ଏହା ଆପଣଙ୍କ ATM ଉପରେ କିପରି ପ୍ରଭାବ ପକାଇବ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ ପ୍ରଥମେ ବୋଲିଂ କରିବ। ଯୁବ ଦ୍ରୁତ ବୋଲର ଗୁରନୂର ବ୍ରାରଙ୍କୁ ଭାରତୀୟ ଦଳରେ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରେ ସୁରକ୍ଷିତ ଭାବେ ଆଶ୍ରୟ ଦିଆଯିବା ପରେ ଏଠାକାର ବୈଦେଶିକ ନୀତିରେ ଅସ୍ବାଭାବିକତା…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ନବଯୌବନ ବେଶରେ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କୁ ଭେଟି ଭାଜପା ବିରୋଧରେ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live