୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ ଉପରେ ଶୁଭ ହୋଇପାରେ। ବିଶେଷ କରି…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ ଅଭିଯୋଗରେ ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏନେଇ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼ ବ୍ୟବଧାନରେ ପରାସ୍ତ କରିଛି ଟିମ ଇଣ୍ଡିଆ।…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP) । ଏହି ବିକ୍ଷୋଭ ପୂର୍ବରୁ ପରିବେଶ…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ ଏଭଳି ଏକ ଖବର ଇଣ୍ଟରନେଟ୍‌ରେ ବେଶ୍‌…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବଡ଼ ଡେଙ୍ଗନେଲି ଗ୍ରାମ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୪-୩ ଗୋଲ୍‌ରେ ବିଜୟୀ ହୋଇଛି । ମ୍ୟାଚ୍‌ର ୬୦ତମ ମିନିଟ୍‌ରେ ଅଭିଷେକ ନିର୍ଣ୍ଣାୟକ…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରି ଫାଇନାଲ ଟିକେଟ୍ ହାସଲ କରିଛି ।…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁତର ଭାବେ ଆହତ ହୋଇଥିଲେ ମଧ୍ୟ ଅନ୍ୟମାନଙ୍କ ଜୀବନ…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଗୁଆହାଟୀରେ ଖେଳୁଥିବା ବେଳେ ରୋହିତ ୧୨,୦୦୦ ଦିନିକିଆ ରନ ପୂରଣ କରିଛନ୍ତି। ଏହା…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏପଟେ ଉତ୍ତର-ପଶ୍ଚିମ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ କରିଛି । ଗୁଆହାଟୀରେ ଖେଳାଯାଇଥିବା ମୁକାବିଲାରେ ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ୫୦…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା ସମୟରେ ଜଣେ ପାଇଲଟ୍ ଅନ୍ୟ ପାଇଲଟ୍‌ଙ୍କୁ ଛୁରିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ଦଳ ରାଜତନ୍ତ୍ର କିମ୍ବା ପରିବାର ଶାସନ ପାଇଁ ରାଜନୀତିକୁ ଆସିନାହିଁ,…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତି ଓ ଅନ୍ୟାନ୍ୟ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ ଧାରା’କୁ ମଞ୍ଜୁରୀ ପ୍ରଦାନ କରିଛି। ଏହି ବୈଠକରେ ରବି ଫସଲ ପାଇଁ ୨୦୨୭-୨୮…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live