ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି ଗ୍ରାମକୁ ପାଣି ଆସି ପାରୁନାହିଁ। ଫଳରେ…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି। ଡଙ୍ଗା ସୁବିଧା ନାହିଁ କି ବିଜୁଳି…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ କନ୍ୟା ସନ୍ତାନର ଜନ୍ମ ହୋଇଛି; ସିଦ୍ଧୁଙ୍କ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ଓ କର୍ମୀମାନେ ଗତ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର ୨ରୁ ଆରମ୍ଭ ହେବ ଏବଂ ଏହାର…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭାରତୀୟ ଦଳ ଅକ୍ଟୋବର ୭ ତାରିଖରେ କେପ୍‌ ଟାଉନସ୍ଥିତ ନ୍ୟୁଲାଣ୍ଡ୍ସ ଷ୍ଟାଡିୟମରେ ଡିଫେଣ୍ଡିଂ…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ୨୦୨୩-୨୪ ବର୍ଷରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି ବରିଷ୍ଠ IAS ଅଧିକାରୀ ଜଣକ ବ୍ୟକ୍ତିଗତ ଏବଂ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏହି…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୪-୩ ଗୋଲ୍‌ରେ ବିଜୟୀ ହୋଇଛି । ମ୍ୟାଚ୍‌ର ୬୦ତମ ମିନିଟ୍‌ରେ ଅଭିଷେକ ନିର୍ଣ୍ଣାୟକ…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରି ଫାଇନାଲ ଟିକେଟ୍ ହାସଲ କରିଛି ।…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁତର ଭାବେ ଆହତ ହୋଇଥିଲେ ମଧ୍ୟ ଅନ୍ୟମାନଙ୍କ ଜୀବନ…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଗୁଆହାଟୀରେ ଖେଳୁଥିବା ବେଳେ ରୋହିତ ୧୨,୦୦୦ ଦିନିକିଆ ରନ ପୂରଣ କରିଛନ୍ତି। ଏହା…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏପଟେ ଉତ୍ତର-ପଶ୍ଚିମ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ କରିଛି । ଗୁଆହାଟୀରେ ଖେଳାଯାଇଥିବା ମୁକାବିଲାରେ ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ୫୦…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା ସମୟରେ ଜଣେ ପାଇଲଟ୍ ଅନ୍ୟ ପାଇଲଟ୍‌ଙ୍କୁ ଛୁରିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live