ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌।…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)। ସୂଚନାକ୍ରମେ ୨୦୨୧ ମସିହାରେ ଏକ ବଳାତ୍କାର…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି। ନିୟମିତ ଭାବେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟକୁ…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି। ଏହାପରେ ଉଦ୍ଧାର ଶିଶୁପୁତ୍ରକୁ ନବରଙ୍ଗପୁର ଜିଲା…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶାର ବଲାଙ୍ଗୀର…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ ଦ୍ୱିଶତକ କରିଛନ୍ତି। ଏହି ମହାନ୍‌ ବ୍ୟାଟରଙ୍କ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସୁଧାଂଶୁ ମୋହନ ସାମଲଙ୍କୁ OMC ଅଧ୍ୟକ୍ଷ ଦାୟିତ୍ୱ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ଉଭୟ ଆସନରେ ଅକ୍ଟୋବର ୬ ତାରିଖରେ ମତଦାନ ହେବ। ନନ୍ଦୀଗ୍ରାମ ଆସନଟି ଭାରତୀୟ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ ଅଟୋ ପରେ ପରେ ଠେଲା ଗାଡିକୁ ଭାରସାମ୍ୟ ହରାଇ ଦୁର୍ଘଟଣା କରିଥିଲେ…

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

elections

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହେବ। ଆସନ୍ତା ୬ ଅକ୍ଟୋବର…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର ବୁକ୍‌ କରିବାର ୪୫ ଦିନ ପରେ ହିଁ ଦ୍ୱିତୀୟ ସିଲିଣ୍ଡର ବୁକ୍‌ କରାଯାଇପାରିବ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ସଦ୍ୟ ଦୃଷ୍ଟାନ୍ତ। ୫ ସେପ୍ଟେମ୍ବର ୨୦୨୬ରେ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ରଏଟର୍ସ ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ରବିବାର…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। ରବିବାର ଗଙ୍ଗାନଦୀ ଜଳ ପାଟନାରେ ସର୍ବୋଚ୍ଚ ସ୍ତର ଅତିକ୍ରମ କରିଥିବାରୁ କର୍ତ୍ତୃପକ୍ଷ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ନିକଟରେ ଦାଖଲ ହୋଇଥିବା ଜଣାପଡ଼ିଛି। ଅଭିଯୋଗ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live