ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି ଝୁଲାଇବାର ଅଭିନୟ) କରିଥିଲେ; ଏହି ଭଙ୍ଗୀ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ ପତି ଅସୁସ୍ଥ ହୋଇପଡ଼ିଛନ୍ତି। ଯାତ୍ରା ସମୟରେ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ ତିଲକ ବର୍ମା ଆକ୍ରମଣାତ୍ମକ ବ୍ୟାଟିଂ କରି…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉତ୍ତରପ୍ରଦେଶର ଅଶୋକ ପାଠକ।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ ହାଣିଦେବାକୁ କେନ୍ଦ୍ର କରି ଶାଶୁ ଓ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଦରରେ ଲିଟର ପିଛା ୩ ଟଙ୍କା…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୨୧୧ ର ସଂଗ୍ରହ କରିଛି।…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର ନେତୃତ୍ୱ ଶ୍ରେୟସ ଆୟରଙ୍କ ହାତରେ ଥିବା ବେଳେ ପାକିସ୍ତାନ ଟିମ୍‌ର ସାହିବଜାଦା ଫରହାନଙ୍କ…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ ସିଧାସଳଖ ୨୦୨୮ ଲସଏଞ୍ଜେଲ୍ସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି। ପୂର୍ବରୁ ଭାରତ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏହି ବିଜୟ ସହିତ ଭାରତୀୟ ମହିଳା ହକି…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ ନାହିଁ। ଚହଲ କେବେ ବି ଭାରତ ପାଇଁ ଟେଷ୍ଟ ମ୍ୟାଚ ଖେଳିନାହାନ୍ତି। ତେବେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। କୀର୍ତ୍ତି, କୁମକୁମ ଓ ଅଙ୍କିତାଙ୍କ ଦମଦାର…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି, ଯାହାଙ୍କ ସହ ରୁଷିଆର ଭଲ ଓ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରହିଛି । ଏହାସହ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live