ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର ୩ ଜଣ ଖେଳାଳି ସ୍ଥାନ ପାଇଛନ୍ତି।…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ ସୁଯୋଗ ଏବଂ ଅନିଶ୍ଚିତ ପରିସ୍ଥିତି ସହିତ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା ଦେଶର କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ, ତହସିଲଦାର ଝରଣା…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର ୨) ହୋଇଥିବା ଏହି ବାର୍ତ୍ତାଳାପ ସମୟରେ,…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ ପରେ ପୁନର୍ୱାର ଏହି ନକ୍ଷତ୍ରକୁ ଫେରିବେ।…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। କୀର୍ତ୍ତି, କୁମକୁମ ଓ ଅଙ୍କିତାଙ୍କ ଦମଦାର…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି, ଯାହାଙ୍କ ସହ ରୁଷିଆର ଭଲ ଓ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରହିଛି । ଏହାସହ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଭାଜପା ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଦେଇଥିବା…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା ଦାବିରେି ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରିବ। ଦାବି…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭାରତୀୟ ଦଳ ଅକ୍ଟୋବର ୭ ତାରିଖରେ କେପ୍‌ ଟାଉନସ୍ଥିତ ନ୍ୟୁଲାଣ୍ଡ୍ସ ଷ୍ଟାଡିୟମରେ ଡିଫେଣ୍ଡିଂ…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ୨୦୨୩-୨୪ ବର୍ଷରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି ବରିଷ୍ଠ IAS ଅଧିକାରୀ ଜଣକ ବ୍ୟକ୍ତିଗତ ଏବଂ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏହି…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୪-୩ ଗୋଲ୍‌ରେ ବିଜୟୀ ହୋଇଛି । ମ୍ୟାଚ୍‌ର ୬୦ତମ ମିନିଟ୍‌ରେ ଅଭିଷେକ ନିର୍ଣ୍ଣାୟକ…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରି ଫାଇନାଲ ଟିକେଟ୍ ହାସଲ କରିଛି ।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live