କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା କେତେକ ସ୍ଥାନରେ ଆଜି ଅର୍ଥାତ୍ ୨୬…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି ମୁଖ୍ୟ ରାସ୍ତା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା।…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଟିଟିଲାଗଡ଼ ରେଳ ବିଭାଗର ଚିପ…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଥାନା…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ ସ୍ଥାନୀୟ ଜନବସତିକୁ ନଷ୍ଟ କରିନାହିଁ ବରଂ…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା ଜୀବନହାନି ଓ କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଦରଦାମ୍ ସହ ଜଡ଼ିତ ବିପଦ ନେଇ ଗମ୍ଭୀର ସାବଧାନ ସୂଚନା ଦେଇଛି। RBI…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି କ୍ଷେପଣାସ୍ତ୍ର ନିର୍ମାଣ କରିବେ। ଉଲ୍ଲେଖଯୋଗ୍ୟ, ‘ଅସ୍ତ୍ର’ ହେଉଛି ପ୍ରତିରକ୍ଷା ଗବେଷଣା ଓ ବିକାଶ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ ସଦସ୍ୟ ଓ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ବିଧାନସଭା ସଚିବ ସତ୍ୟବ୍ରତ ରାଉତ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍ ଚାଲିଥିଲେ ମଧ୍ୟ ଏହି ବିରାଟକାୟ ଜାହାଜର କୌଣସି ପତ୍ତା ମିଳିପାରୁନାହିଁ । ବିଶେଷଜ୍ଞଙ୍କ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍ ଚାଲିଥିଲେ ମଧ୍ୟ ଏହି ବିରାଟକାୟ ଜାହାଜର କୌଣସି ପତ୍ତା ମିଳିପାରୁନାହିଁ । ବିଶେଷଜ୍ଞଙ୍କ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍ (ମିଲ୍ ସ୍ତରର) ଦାମ୍ ୧୮ ପ୍ରତିଶତ ହ୍ରାସ ପାଇ କିଲୋପ୍ରତି ୫୫ ଟଙ୍କାରେ…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ ଦାୟୀ କରିଥିଲେ। ତାହାକୁ ଭାରତ ଖଣ୍ଡନ କରିଥିଲା। ଦୁଇ ଦେଶ ମଧ୍ୟରେ ଆରୋପ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ଇରାନର ଷ୍ଟେଟ୍ ଟେଲିଭିଜନରେ ପ୍ରସାରିତ ଏକ ଭିଡିଓରେ ଟ୍ରମ୍ପଙ୍କ ୨୦ ବର୍ଷୀୟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି। ଥାନାରେ ଏନେଇ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ. ୩୫୧/୨୦୨୬) ରୁଜୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live