ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ ନେତାଙ୍କ ଜେଲ ରହଣିର ୩ ବର୍ଷ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ ୧୯ ତାରିଖରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍ ନାମଲେଖା ଏବଂ କାଉନସେଲିଂ ପ୍ରକ୍ରିୟା ଯେପରି…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ ତୃତୀୟ ଗଳିର ମୋହନ ବେହେରାଙ୍କ ପୁଅ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ ଥିବା ମନ୍ତ୍ରୀ କହିଥିବା ବେଳେ ଅଣନିଶ୍ବାସୀ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି ହୋଇଥିଲେ। ସେଠାରୁ ରଥଟଣା ଆରମ୍ଭ ହୋଇ…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ ଶ୍ରୀମନ୍ଦିର ଛାଡ଼ି ଭକ୍ତଙ୍କୁ ଦର୍ଶନଦେବା…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ ୱେବସାଇଟର ବିଟା ସଂସ୍କରଣ ଲଞ୍ଚ କରିଛି। ଏହି ବିଟା ସଂସ୍କରଣ ମାଧ୍ୟମରେ, ଯାତ୍ରୀମାନେ…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ ଆଲାଉନ୍ସ ବା ଘରଭଡ଼ା ଭତ୍ତା (HRA) ରେ ହେବାକୁ ଥିବା ବୃଦ୍ଧି ସେମାନଙ୍କ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ବଡ଼ ବୟାନ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ ସ୍ପଷ୍ଟ କରିଛନ୍ତି ଯେ, ଯେଉଁମାନେ…

ଦେଶର ପରମାଣୁ ସୁରକ୍ଷା ବିପଦରେ, କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ରର ଡାଟା ଲିକ୍‌

ଚେନ୍ନାଇ,୧୫ା୭: ତାମିଲନାଡୁରେ ଅବସ୍ଥିତ ଦେଶର ସର୍ବବୃହତ କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ର ସହିତ ଜଡ଼ିତ ସମ୍ବେଦନଶୀଳ ଡାଟା ଲିକ୍‌ ହୋଇଛି। ଓ୍ବାଲର୍‌ଡ ଲିକ୍ସ ନାମରେ ଜଣାଶୁଣା ଦୁଇଟି ହ୍ୟାକର ଗୋଷ୍ଠୀ ପାଓ୍ବାର ପ୍ଲାଣ୍ଟ ବିଷୟରେ ସୂଚନା ପୋଷ୍ଟ କରିଛନ୍ତି, ଯେଉଁଥିରେ ପ୍ଲାଣ୍ଟର କିଛି…

କେନ୍ଦ୍ର କ୍ୟାବିନେଟର ୭ ବଡ଼ ନିଷ୍ପତ୍ତି: ସେମିକନ ୨.୦ ମିଶନକୁ ମଞ୍ଜୁରୀ, ବାରାଣସୀ ପାଇଁ…

ନୂଆଦିଲ୍ଲୀ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୭ଟି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିମଧ୍ୟରୁ ଦେଶରେ ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ସୁଦୃଢ଼ କରିବା ପାଇଁ ସେମିକନ ୨.୦ (Semicon 2.0) ମିଶନକୁ ସରକାର ମଞ୍ଜୁରୀ ଦେଇଛନ୍ତି। ଏହା…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଧାର୍ଯ୍ୟ କରିଥିବା ୪ ପ୍ରତିଶତଠାରୁ ଏହା ଅଧିକ ହୋଇଛି।…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ଇଂଲଣ୍ଡକୁ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live