ଘରକୁ ଫେରିବାବେଳେ ହାତୀ ହାବୁଡ଼ରେ ପଡ଼ିଗଲେ, ଶୁଣ୍ଢରେ ଟେକି ବିଲରେ କଚାଡ଼ିଲା, ଆଉ ତା’ ପରେ…

କେନ୍ଦୁଝର,୧୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭୂୟାଁ ଜୁଆଙ୍ଗପିଢ଼ ରେଞ୍ଜ ତଳରଢ଼ୁଆଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ହେଲେ ନରୋତ୍ତମ…

Fifa World Cup Trophyରେ କେତେ ସୁନା ରହିଛି? ଓଜନ ଶୁଣିଲେ….

ନୂଆଦିଲ୍ଲୀ,୧୯।୭: ୨୦୨୬ ଫିଫା ବିଶ୍ୱକପର ଫାଇନାଲ ମ୍ୟାଚ୍ ୨୦ ଜୁଲାଇରେ ନ୍ୟୁୟର୍କର ନ୍ୟୁ ଜର୍ସି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ବିଳମ୍ବିତ ରାତି ୧୨ଟା୩୦ ମିନିଟରେ ହେବାକୁ ଥିବା ବେଳେ ଡିଫେଣ୍ଡିଂ ଚାମ୍ପିଅନ୍ ଆର୍ଜେଣ୍ଟିନା…

ତିରୁମାଲା ଗର୍ଭଗୃହରେ କାହିଁକି ନାହିଁ ଘଣ୍ଟି, ଜାଣନ୍ତୁ ଏହାର ରହସ୍ୟ…

ତିରୁମାଲାର ବିଶ୍ୱ ପ୍ରସିଦ୍ଧ ଭଗବାନ ଶ୍ରୀ ଭେଙ୍କଟେଶ୍ୱର ସ୍ବାମୀ (ବାଲାଜୀ) ମନ୍ଦିର ଏହାର ମହିମା, ଚମତ୍କାର ଏବଂ ଅନନ୍ୟ ପରମ୍ପରା ପାଇଁ ସାରା ବିଶ୍ୱରେ ଜଣାଶୁଣା। ପ୍ରାୟ ପ୍ରତ୍ୟେକ ହିନ୍ଦୁ ମନ୍ଦିରର ଗର୍ଭଗୃହରେ ପୂଜା…

ରାଜ୍ୟ ଓ ଜାତୀୟ ସ୍ତରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…

ବ୍ରହ୍ମପୁର, ୧୯।୭ (ଅଶୋକ ସାହୁ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କାର୍ଯ୍ୟକ୍ରମ ସଂଯୋଜକ, ଆସିଷ୍ଟାଣ୍ଟ ପ୍ରଫେସର ଡ. ଜୟନ୍ତ କୁମାର ପଣ୍ଡାଙ୍କୁ ରବିବାର ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ସେହିପରି ନବନିଯୁକ୍ତ…

IND vs ENG 3rd ODI: ଟିମ୍‌ ଇଣ୍ଡିଆକୁ ଲାଗିଲା ୪୪୦ ଭୋଲ୍ଟର ଝଟକା,ଠିକ୍‌ ଟସ୍‌ ପୂର୍ବରୁ ବାହାରିଗଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୯।୭: ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ପୂର୍ବରୁ, ଭାରତୀୟ ଦଳ ପାଇଁ ଖରାପ ଖବର ଆସିଛି। ଦ୍ରୁତ ବୋଲର ଜସପ୍ରିତ ବୁମରାହ ଆଘାତ ଯୋଗୁ ମ୍ୟାଚ ହରାଇଛନ୍ତି। ଭାରତୀୟ…

ଗୋଟିଏ ପରିବାରର ‘ଦୁଇ ଭାଇଙ୍କ ମଧ୍ୟରେ ଲଢେଇ’ ଫିଫା ବିଶ୍ୱକପ ୨୦୨୬ ଫାଇନାଲ; ୯୬ ବର୍ଷ ପରେ ବିରଳ ସଂଯୋଗ…

ନ୍ୟୁୟର୍କ,୧୯।୭: ଫିଫା ବିଶ୍ୱକପ 2026 ଫାଇନାଲ ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯିବାକୁ ଯାଉଛି। ଏହି ଟାଇଟଲ ମୁକାବିଲା ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଏକ ଯୁଦ୍ଧ ସଦୃଶ, କାରଣ ସେମାନଙ୍କ ମଧ୍ୟରେ…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା ଲଗଇନ କରିବା, ୱେବସାଇଟ ଆକ୍ସେସ କରିବା ଏବଂ ଆପ ବ୍ୟବହାର କରିବାରେ ସମସ୍ୟା…

ରାଗରେ କମ୍ପୁଛି ଆମେରିକା; ଜୋର୍ଡାନରେ ଦୁଇ ସୈନିକଙ୍କ ମୃତ୍ୟୁକୁ ନେଇ ଇରାନ ଉପରେ ପୁଣି କଲା ଆକ୍ରମଣ

ଓ୍ବାଶିଂଟନ,୧୯ା୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଘୋଷଣା କରିଛି ଯେ, ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ଅନୁଯାୟୀ, ଆମେରିକୀୟ ସେନା ଶନିବାର ସା ୬ଟା (ପୂର୍ବ ସମୟ) ରେ ଇରାନ ବିରୁଦ୍ଧରେ ପୁଣି…

ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ: ଅଭିଯୋଗ ଆଣି କହିଲେ ପରିବାର ଇଚ୍ଛା ବିରୋଧରେ…

ନୂଆଦିଲ୍ଲୀ,୧୯ା୭: ବିଶିଷ୍ଟ ଶିକ୍ଷାବିତ୍‌ ତଥା ପରିବେଶବିତ୍‌ ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ଗୀତାଞ୍ଜଳି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସଫଦରଜଙ୍ଗ ହସ୍ପିଟାଲରୁ ଘରୋଇ ମେଡିକାଲକୁ ସ୍ଥାନାନ୍ତର ପାଇଁ ଗୀତାଞ୍ଜଳି ଆବେଦନ କରିଛନ୍ତି। ପରିବାର ଇଚ୍ଛା ବିରୋଧରେ ଚିକିତ୍ସା ହେଉଥିବା ଗୀତାଞ୍ଜଳି ଅଭିଯୋଗ କରିଛନ୍ତି।…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି।…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ ଆକର୍ଷଣ କରିଥିଲେ। ମହାପ୍ରଭୁ ଗୋଟି ପହଣ୍ଡିରେ ରଥରୁ ସଅଳ ଆଗେଇ ଆସି ଭଉଣୀ,…

ଜନ୍ତର-ମନ୍ତରରେ ହଙ୍ଗାମା: CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା, ତା’ପରେ…

ନୂଆଦିଲ୍ଲୀ,୧୮।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସେଠାରେ ଅନଶନରେ ବସିଥିବା ବେଳେ ଜଣେ ମହିଳା ହଠାତ୍‌ ତାଙ୍କ ଉପରକୁ କାଳି ଫିଙ୍ଗିଛନ୍ତି। ଏହି ଘଟଣା ପରେ…

ସୋନମ ଓ୍ବାଙ୍ଗଚୁକ୍‌ଙ୍କୁ ପୋଲିସ ଉଠାଇନେବାବେଳେ କାହିଁକି ଘେରାଇଥିଲା ଧଳା ଚାଦର, ଭିଡିଓ ଭାଇରାଲ ପରେ…

ନୂଆଦିଲ୍ଲୀ,୧୮ା୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ଜନ୍ତରମନ୍ତରରେ ଅନଶନରେ ବସିଥିବା ଶିକ୍ଷାବିତ୍‌ ସୋନମ ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଏକ ନୂଆମୋଡ଼ ଆସିଛି। ଦିଲ୍ଲୀ ପୋଲିସ ଓ୍ବାଙ୍ଗଚୁକ୍‌ଙ୍କୁ ପ୍ରତିବାଦ ସ୍ଥଳରୁ ନେଇଯାଇଛି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏହି…

ଇତିହାସ ରଚିଲା ଭାରତ: ଶ୍ରୀହରିକୋଟାରୁ ପ୍ରଥମ ଘରୋଇ ରକେଟ ଉତକ୍ଷେପଣ; ବିକ୍ରମ-୧ର ଐତିହାସିକ ଉଡ଼ାଣ

ହାଇଦ୍ରାବାଦ,୧୮।୭: ମହାକାଶ ଅନୁସନ୍ଧାନ କ୍ଷେତ୍ରରେ ଭାରତ ଇତିହାସ ସୃଷ୍ଟି କରିଛି। ହାଇଦ୍ରାବାଦସ୍ଥିତ ଘରୋଇ ମହାକାଶ କମ୍ପାନୀ ସ୍କାଏରୁଟ ଏରୋସ୍ପେସ ଦ୍ୱାରା ବିକଶିତ ବିକ୍ରମ-୧ ରକେଟ ଏହାର ପ୍ରଥମ କକ୍ଷପଥ ମିଶନ ପାଇଁ ଉତକ୍ଷେପଣ କରିଛି। ଏହି ମିଶନ କେବଳ ସ୍କାଏରୁଟ ପାଇଁ…

ବିକ୍ରମ-୧କୁ ନେଇ ଖୁସିରେ ଗଦ୍‌ଗଦ୍‌ ହେଲେ ମୋଦି: କହିଲେ, ଐତିହାସିକ ଆରମ୍ଭ

ହାଇଦ୍ରାବାଦ,୧୮।୭: ଆଜି ଭାରତର ମହାକାଶ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡି ହେବାକୁ ଯାଉଛି। ହାଇଦ୍ରାବାଦସ୍ଥିତ ସ୍କାଏରୁଟ ଏରୋସ୍ପେସ ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ ଉତକ୍ଷେପଣ କରିବ। ଏହି ଉତକ୍ଷେପଣ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଅନୁଷ୍ଠିତ ହେବ। ଏହାକୁ @ମିଶନ…

ଟାହିଆ ଖୋଲାଯିବା ନେଇ ବାଡ଼ଗ୍ରାହୀଙ୍କ ପ୍ରତିକ୍ରିୟା: ୪୫ ମିନିଟ୍‌ ଧରି ମହାପ୍ରଭୁ ନ ହଲିବାରୁ…

ପୁରୀ,୧୮ା୭: ମହାପ୍ରଭୁ ଜଗନ୍ନାଥଙ୍କ ଟାହିଆ ଖୋଲାଯିବା ନେଇ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ରାଜକୁମାର ସ୍ବାଇଁ ମହାପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସୋଲରେ ତିଆରି ଟାହିଆ ପର୍ବତ ପରି ଓଜନିଆ ହୋଇଗଲା। ଏହାକୁ ଦଇତାପତିମାନେ ଉଠାଇବାରେ ସକ୍ଷମ ହୋଇ ନ ଥିଲେ। ଦୀର୍ଘ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live