ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ ଗସ୍ତ କର ସେଠାରେ ଚାଲିଥିବା ବିଭିନ୍ନ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣ ଭୋଜି କରି...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ ଉପରେ ଚଢି ଯାଇଛି । ଗୋଡ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ ହୋଇଉଠିଛି। ବଣଭୋଜି ପାଇଁ କେବଳ ଆଖପାଖରୁ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପଶ୍ଚିମବଙ୍ଗ ପୋଲିସ ଅଇଁଠାପାଲି...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ସାରା ରାତି ମୃତ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା ନୂଆବର୍ଷ ପୂର୍ବଦିନ ଏବଂ ଏବଂ ନୂଆ ବର୍ଷରେ ପୁରୀକୁ ଭକ୍ତଙ୍କ ସୁଅ ଛୁଟିଥାଏ...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି, ସୁରକ୍ଷାରେ ଭାରତ କେବେ ସାଲିସ କରିନାହିଁ। ଅପରେଶନ ସିନ୍ଦୂର ମାଧ୍ୟମରେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ ଭିତ୍ତିଭୂମିଗୁଡିକର ଉନ୍ନତୀକରଣ କାର୍ଯ୍ୟ ଜାରି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ ଦିଆଯାଇଛି। ପୃଷ୍ଠା ସଂଖ୍ୟା-୩୧ର ପାରା-୩ ଓ ପାରା-୫ରେ ଭାରତ ଛାଡ଼...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ। ଏ ନେଇ ସମସ୍ତ ଆର୍‌ଟିଓଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ)ଙ୍କ ଦ୍ୱାରା ନିର୍ଦ୍ଦେଶ...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର ବନ୍ଦରଗାହରୁ ଆରମ୍ଭ ହେବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ସ୍ଥାନୀୟ ଏସପି ଅଫିସରେ ଏକ ଖବରଦାତା ସମ୍ମିଳନୀ କରି ଏନେଇ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା ହେବାର ପ୍ରାୟ ଏକ ବର୍ଷ ପରେ ସ୍ତ୍ରୀ ବର୍ଷା ଗୁରୁବାର ଗଣମାଧ୍ୟମ ସାମ୍ନାରେ...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ ନିର୍ବାଚନ ବାଂଲାଦେଶର ଭାଗ୍ୟ ବଦଳାଇ ପାରିବ। ବିଏନପି ନେତା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୩ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୨ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୨୧ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ (୧୭ ଡିସେମ୍ବର, ୨୦୨୫ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri

ଜାତିଭିତ୍ତିକ ଜନଗଣନାକୁ ଅନୁମତି | Caste Census | Historic Decision | Dharitri Live