‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି (CJP) ପକ୍ଷରୁ ବଡ଼ଧରଣର ବିରୋଧ ପ୍ରଦର୍ଶନ…

୧୬ କେଜି ଗଞ୍ଜେଇ ଜବତ, ୨ ଗିରଫ

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଅବକାରୀ ବିଭାଗ କର୍ମଚାରୀ ସୋମବାର ପୃଥକ୍‌ ସ୍ଥାନରେ ଚଢ଼ାଉ କରି ୧୬ କେଜି ଗଞ୍ଜେଇ ଜବତ ସହ ୨ଜଣଙ୍କୁ ଗିରଫ କରିଛନ୍ତି। ସୂଚନାକ୍ରମେ ଅବକାରୀ କର୍ମଚାରୀ ଖଡ଼ିଆର…

ବସ୍‌ଷ୍ଟାଣ୍ଡ୍‌ରୁ ଯୁବତୀଙ୍କୁ ଉଠାଇ ନେଇ ଗଣବଳାତ୍କାର କଲେ ୩ ଯୁବକ: ଆଉ ତା’ପରେ ଘଟିଲା…

ମହୀଶୁର,୨୧।୭: କର୍ନାଟକର ମହୀଶୁର ଜିଲାରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କ ସହ ଗଣବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରାଯାଇଛି। ମାମଲାର ସତ୍ୟତା ଏବଂ ପୀଡିତାଙ୍କ ଅଭିଯୋଗର ତଦନ୍ତ ଚାଲିଛି। ଏହି ଘଟଣା ମହୀଶୁର ଜିଲାର…

ଆନ୍ଦୋଳନ ଭିତରେ ଖାର୍ଗେଙ୍କ ବଡ଼ ଘୋଷଣା: ଏଥର ମୁଁ ପାଳିବିନି…

ନୂଆଦିଲ୍ଲୀ,୨୧।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର କହିଛନ୍ତି , ସେ ନିଜର ଜନ୍ମଦିନ ପାଳନ କରିବେ ନାହିଁ। ଖାର୍ଗେଙ୍କ କହିବା କଥା ହେଉଛି ଏହା ଉତ୍ସବ ପାଳନ କରିବାର ଦିନ ନୁହେଁ, ବରଂ…

ରୁଷିଆ ଉପରେ ବର୍ଷିଲା ଭାରତ: ସିଧା ସିଧା ଶୁଣାଇ ଦେଇ କହିଲା…

ନୂଆଦିଲ୍ଲୀ,୨୧।୭: ୟୁକ୍ରେନୀୟ ଉପକୂଳ ନିକଟରେ ଏକ ମାଲବାହୀ ଜାହାଜ ଉପରେ ଆକ୍ରମଣରେ ଚାରି ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ପରେ ଭାରତ…

ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ପ୍ରସ୍ତୁତି : ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ

ଭୁବନେଶ୍ୱର, ୨୧।୭: ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ସମସ୍ତ ଜିଲାପାଳଙ୍କ…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ ମୋର ସମସ୍ତ ସମର୍ଥକଙ୍କୁ, ବିଶେଷକରି ପୁରୁଷ ପୋଲିସ ଅଧିକାରୀଙ୍କ ଦ୍ୱାରା ନିର୍ମମ ଭାବରେ…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ ମହାକାଶ କେନ୍ଦ୍ରରୁ ‘ବିକ୍ରମ୍‌ ୧’ ରକେଟ୍‌ ମହାକାଶକୁ ପ୍ରେରଣ କରି ଇତିହାସ ରଚିଛି।…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ…

ମସ୍କୋ ଉପରେ ୪୦୦ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ୍‌

ମସ୍କୋ, ୨୧।୭: ରୁଷ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ୟୁକ୍ରେନ ସେନା ରୁଷ୍‌ର ରାଜଧାନୀ ମସ୍କୋକୁ ଲକ୍ଷ୍ୟ କରି ୪୦୦ରୁ ଅଧିକ ଦୂରଗାମୀ ଡ୍ରୋନ୍‌ ମାଡ଼ କରି ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି…

ରାଜ୍ୟରେ ପିଭିଟିଜିଙ୍କ ସ୍ବାସ୍ଥ୍ୟାବସ୍ଥା ଚିନ୍ତାଜନକ, ୮୧ପ୍ରତିଶତ ମହିଳା ବ୍ୟବହାର କରୁନାହାନ୍ତି…

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ଓଡ଼ିଶାର ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ(ପିଭିଟିଜି)ଙ୍କ ମଧ୍ୟରେ କୁପୋଷଣ, ରକ୍ତହୀନତା, ମାତୃ ସ୍ବାସ୍ଥ୍ୟ ଓ ମୌଳିକ ସ୍ବାସ୍ଥ୍ୟସେବାର ଅଭାବ ଚିନ୍ତାର ବିଷୟ ପାଲଟିଛି। ଉତ୍କଳ ବିଶ୍ୱବିଦ୍ୟାଳୟର ଜନଜାତି ଏବଂ ପ୍ରାନ୍ତିକ ସମ୍ପ୍ରଦାୟ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ପକ୍ଷରୁ…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ରହିବେ। ଏଣିକି ଅଣଶିକ୍ଷକ କର୍ମଚାରୀଙ୍କୁ ନିଯୁକ୍ତିର ପୂରା କ୍ଷମତା…

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଯାଏ ଲାଗିରହିବ ଘଡ଼ିଘଡ଼ି ସହ ବର୍ଷା, ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୨୧।୭- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌ ବାୟୁମଣ୍ଡଳର ୫.୮ କି.ମି. ଉଚ୍ଚତାରେ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼, ତେଲେଙ୍ଗାନା, ମଧ୍ୟ…

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ ସୁବାରେ ରାଇକର। ଏହି ଦୁଇ ଜଣଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି କହିଛନ୍ତି। ସେ ହସ୍ପିଟାଲରୁ ଏକ ଟିସୁ ପେପରରେ ଅସ୍ପଷ୍ଟ ହସ୍ତାକ୍ଷରରେ ଜନସାଧାରଣଙ୍କୁ ନିବେଦନ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି ଘଣ୍ଟା ଧରି ଚାଲିଥିଲା। ସାକ୍ଷାତ ପରେ ପ୍ରତିନିଧି ଦଳ କହିଛନ୍ତି ଯେ, ଜେପି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live