ଭାଙ୍ଗିଯିବ ପଞ୍ଜାବର ମାନ ସରକାର? ଏଏପିର ୭ ଏମପି ଦଳ ଛାଡିବା ପରେ ବଢିଲାଣି ଚିନ୍ତା

ନୂଆଦିଲ୍ଲୀ,୨୪।୪: ପଞ୍ଜାବରେ ଆମ ଆଦମୀ ପାର୍ଟି (AAP) ସରକାର ପତନ ଦ୍ୱାରରେ ପହଞ୍ଚିଛି କି? ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, AAP ରାଜ୍ୟ ସଭା ଏମପି ରାଘବ ଚଢା, ଅଶୋକ ମିତ୍ତଲ ଏବଂ ସନ୍ଦୀପ ପାଠକ…

କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍‌, ବାଟରେ ଓଲଟିପଡ଼ିଲା

ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ ଏହି ତୀର୍ଥଯାତ୍ରୀ ବସ୍‌ଟି ଓଲଟିପଡ଼ିଥିଲା। ବସ୍‌ଟି…

ସମୟ ପୂର୍ବରୁ କେରଳ ଛୁଇଁବ ମୌସୁମୀ, IMDର ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୪।୪: ଏପ୍ରିଲ ମାସରୁ ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଛି। ଫଳରେ, ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉତ୍ତର, ମଧ୍ୟ ଏବଂ ପୂର୍ବ ଭାରତର ଅନେକ ଅଞ୍ଚଳରେ ତାପମାତ୍ରା ୪୩…

ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ନୂଆ ଲୁକ୍‌, ଜିତିଲେ ଭାରତୀୟଙ୍କ ଦିଲ୍‌

ରୋମ/ନୂଆଦିଲ୍ଲୀ,୨୪।୪: ଇଟାଲୀର ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ‘ଝୁମକା ମୁଭବେଣ୍ଟ’ ଶେୟାର କରିଛନ୍ତି। ମେଲୋନି ଲମ୍ବା, ଝୁଲନ୍ତା କାନଫୁଲ ପିନ୍ଧି ନିଜର ଏକ ଫଟୋ ପୋଷ୍ଟ କରିଛନ୍ତି।…

କୋଟିଏ ଟଙ୍କାର ବ୍ୟାଙ୍କ୍‌ ବାଲାନ୍ସ, ସେୟାର-ବଣ୍ଡସ୍‌ରେ ଲକ୍ଷଲକ୍ଷ ନିବେଶ; ରାଘବ ଚଢାଙ୍କ ସମ୍ପତ୍ତି ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟି (ଏଏପି)ର ରାଜ୍ୟ ସଭା ଏମପି ରାଘବ ଚଢା ଆଜି ଏକ ସାମ୍ୱାଦିକ ସମ୍ମିଳନୀ କରି ଦଳରୁ ଇସ୍ତଫା ଦେବାର ଘୋଷଣା କରିଛନ୍ତି। ଗତ କିଛି ଦିନ ଧରି ସେ…

ଖରାରେ ସିଝୁଛି ଓଡ଼ିଶା: ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ପାର୍‌, ୨୬ରୁ ବଦଳିବ ପାଗ

ଭୁବନେଶ୍ୱର,୨୪ା୪: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଥିବା ବେଳେ ଖରାରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା। ସକାଳୁ ଟାଇଁ ଟାଇଁ ଖରା…

ମୋଦି କ୍ୟାବିନେଟ ନା ପଞ୍ଜାବ ଭାଜପାର ଚେହେରା ହେବେ ଚଢା? ଜଣାପଡିଲା ଭିତିରି ଖେଳ

ନୂଆଦିଲ୍ଲୀ,୨୪।୪: ରାଘବ ଚଢା ଏବଂ ଅନ୍ୟ ଛଅ ଜଣ ରାଜ୍ୟ ସଭା ଏମପି ଆମ ଆଦମୀ ପାର୍ଟି (ଆପ) ଛାଡି ଭାଜପାରେ ଯୋଗଦେବାର ଘୋଷଣା ଭାରତୀୟ ରାଜନୀତିରେ ବଡ଼ ଝଟକା ସୃଷ୍ଟି କରିଛି। ଏହି ଘଟଣା ଏଏପିର ଭବିଷ୍ୟତ ସମ୍ପର୍କରେ ଗମ୍ଭୀର…

ରାଘବ ଚଢାଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ କେଜରିଓ଼୍ବାଲ, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟିକୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ଶୁକ୍ରବାର ୨୪ ଏପ୍ରିଲ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ରାଘବ ଚଢା କହିଛନ୍ତି ଯେ ତାଙ୍କ ସହିତ ଦଳର ଅନ୍ୟ ଛଅ ଜଣ ରାଜ୍ୟ ସଭା ଏମପି ଏଏପି…

ପୋଛି ହୋଇଗଲା AAP: ଏକାସାଙ୍ଗରେ ଦଳ ଛାଡିଲେ ୭ ଏମ୍‌ପି, ଭାଜପାରେ ହେବେ ସାମିଲ

ନୂଆଦିଲ୍ଲୀ,୨୪।୪: ଏଏପିକୁ ବଡ଼ ଝଟ୍‌କା। ସ୍ବାତୀ ମାଲିୱାଲ ଏବଂ ହରଭଜନ ସିଂହଙ୍କ ସମେତ ସାତ ଜଣ ଏମ୍‌ପି ରାଘବ ଚଢାଙ୍କ ସହ ଭାଜପାରେ ଯୋଗଦେବେ। ରାଘବ ଚଢା ଶୁକ୍ରବାର ଏହା ଘୋଷଣା କରି ଆମ ଆଦମୀ ପାର୍ଟିକୁ ଏକ ବଡ଼ ଝଟକା…

AAP ଛାଡ଼ିଲେ ଏମ୍‌ପି ରାଘବ ଚଢ଼ା, ଦଳ ଛାଡ଼ିବା ପରେ କହିଲେ ମୋ’ ସହ…

ନୂଆଦିଲ୍ଲୀ,୨୪ା୪: ରାଜ୍ୟ ସଭାରେ ଉପନେତା ପଦରୁ ହଟାଇବା ନେଇ ଆମ୍‌ ଆଦ୍‌ମୀ ପାର୍ଟି (AAP) ସହିତ ସାଧାରଣ ମତଭେଦ ଦେଖାଦେବାର କିଛି ଦିନ ପରେ, ଏମ୍‌ପି ରାଘବ ଚଢ଼ା ଏଏପି ଛାଡ଼ିଛନ୍ତି। ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରି କହିଛନ୍ତି…

ବଡ଼ ଖବର: ଏଏପି ଛାଡିଲେ ରାଘବ ଚଢାଙ୍କ ସହ ଆଉ ଦୁଇ ନେତା, ଭାଜପାରେ ହେବେ ସାମିଲ

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟି (ଏଏପି) ଭିତରେ ଏକ ବଡ଼ ବିଭାଜନ ଦେଖାଦେଇଛି। ଏମପି ରାଘବ ଚଢା, ସନ୍ଦୀପ ପାଠକ ଏବଂ ଅଶୋକ ମିତ୍ତଲ ଭାଜପାରେ ଯୋଗଦେବାକୁ ଯାଉଛନ୍ତି। ଏହି ତିନି ଜଣ ରାଜ୍ୟ ସଭା ସଦସ୍ୟ। ରାଘବ ଚଢା କହିଛନ୍ତି…

ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏହି ଦିନଠୁ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୪(ସୁନିତ ମିଶ୍ର): ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ…

ପଶ୍ଚିମବଙ୍ଗ ପ୍ରଥମ ପର୍ଯ୍ୟାୟ ଭୋଟିଂ ପରେ ଶାହାଙ୍କ ଭବିଷ୍ୟବାଣୀ: ହଟିବେ ଦିଦି, ଏଥର ମୁଖ୍ୟମନ୍ତ୍ରୀ ହେବେ…

ନୂଆଦିଲ୍ଲୀ,୨୪ା୪: ପଶ୍ଚିମବଙ୍ଗ ପ୍ରଥମ ପର୍ଯ୍ୟାୟ ଭୋଟିଂ ପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ପ୍ରେସ୍‌ମିଟ୍‌ କରିଛନ୍ତି। ରେକର୍ଡ ସଂଖ୍ୟକ ଭୋଟିଂ ପାଇଁ ମତଦାତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଶାହା।  ୧୧୦ ସିଟ୍‌ରେ ଭାଜପା ବିଜୟ ହାସଲ କରିବା ନେଇ ଶାହା…

ହାତରେ DSLR କ୍ୟାମେରା, ଆଖିରେ କଳା ଚଷମା ପିନ୍ଧି କୋଲକାତାରେ ଫଟୋଶୁଟ୍‌ କଲେ ମୋଦି

କୋଲକାତା,୨୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାରେ ପହଞ୍ଚି ହୁଗୁଳି ନଦୀକୂଳରେ କିଛି ସମୟ ବିତାଇଥିଲେ। ଏହି ସମୟରେ ଗଙ୍ଗାମାତାଙ୍କ ପ୍ରତି ତାଙ୍କର ଶ୍ରଦ୍ଧା ପ୍ରକାଶ କରିଥିଲେ। ଏଥିସହିତ ବଙ୍ଗଳାବାସୀଙ୍କ ପାଇଁ ତାଙ୍କର ବାର୍ତ୍ତା ଦେଇଥିଲେ। ସୋସିଆଲ…

ଟ୍ରମ୍ପଙ୍କୁ ଶୁଣାଇଦେଲା ଭାରତ, କହିଲା ଅଭଦ୍ର…

ଓ଼୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାରତକୁ “ନର୍କ” ବୋଲି ବର୍ଣ୍ଣନା କରିବା ମନ୍ତବ୍ୟ ଉପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତ ଟ୍ରମ୍ପଙ୍କ ବିବାଦୀୟ ସୋସିଆଲ ମିଡିଆ ପୋଷ୍ଟ ଏବଂ ବିବୃତ୍ତିକୁ “ଅଭଦ୍ର, ଅନୁପଯୁକ୍ତ ଏବଂ ଏକ ସଂକୀର୍ଣ୍ଣ ଏବଂ…

ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..

ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ ସକାଳୁ ପୋଲିସ କେତେକ ଚାଷୀନେତାଙ୍କୁ ଉଠାଇ ନେଇ ବିଭିନ୍ନ ଥାନାରେ ଅଟକ ରଖିବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri