ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା ସୁଦ୍ଧା ଥାନାରେ ହାଜର ହେବା ପାଇଁ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଜୁଲାଇ ୨୯ ଆମ ସମସ୍ତଙ୍କ ପାଇଁ…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ ପ୍ଲେଇଂ-୧୧ରେ ସୁଯୋଗ ପାଇ ନ ଥିବା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଲଗାଣ ବର୍ଷା ପାଇଁ ବାଲିବରେଇ…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରିଛନ୍ତି। ଗତ ଜୁଲାଇ ୨ ତାରିଖରେ…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ ନେଇ ବହୁ ହିତାଧିକାରୀ ଗତ ସୋମବାର…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି। ନଡ୍ଡା କହିଛନ୍ତି ଯେ ଛାତ୍ରମାନଙ୍କ ଦାବିକୁ ନେଇ କୌଣସି ପ୍ରକାରର ରାଜନୀତି…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା ହଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି । ସେ କହିଛନ୍ତି ଯେ ଏହା ତାଙ୍କର ଅନଶନର ୨୫ତମ ଦିନ ଏବଂ…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ କରିଥିବା ଛାତ୍ରଙ୍କ ପରିବାରକୁ କ୍ଷତିପୂରଣ, ଏହି ପ୍ରସଙ୍ଗରେ ସଂସଦୀୟ ବିତର୍କ ଏବଂ ଶିକ୍ଷାମନ୍ତ୍ରୀଙ୍କ…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ସ୍ପଷ୍ଟ ଭାବରେ କହିଥିଲେ ଯେ ସେ ଛାତ୍ରମାନଙ୍କ ସହିତ…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ ନୋଟିସ୍ ଜାରି କରି ଜବାବ ମାଗିଛନ୍ତି । ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମଗ୍ର ମାମଲାରେ ଏକ ଭିନ୍ନ ଦୃଷ୍ଟିକୋଣ ପ୍ରଦାନ କରିଛନ୍ତି…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା କିଛି ପୁରୁଣା ଗାଡ଼ିର ଇନ୍ଧନ ଦକ୍ଷତା (ମାଇଲେଜ୍) ରେ ସାମାନ୍ୟ ହ୍ରାସ ଆସିପାରେ।…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ ମୁଦ୍ଦା ଉପରେ ବିସ୍ତୃତ ଆଲୋଚନା କରିବା ପାଇଁ କେନ୍ଦ୍ର ସରକାର ରାଜି ହୋଇଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live