ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ ଥିବା ବେଳେ ସେମାନଙ୍କ ସମ୍ପର୍କରେ ଜଣାଇବାକୁ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୂକୁଲ୍ୟରେ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା ପୋଲିସ ବିଭିନ୍ନ ବ୍ୟାଙ୍କ ଓ ସୁନା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର ଉପରେ ଶକ୍ତି ସଂଗ୍ରହ କରୁଥିବା ‘ନୋଲୋ’…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ ଲଗାତାର ଦ୍ୱିତୀୟ ଥର ଏସିଆନ ଗେମ୍ସ ପୁରୁଷ ହକିରେ ଚାମ୍ପିୟନ ହୋଇଛି। ଏହି…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ ପଦକ ହାସଲ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ, ଏସୀୟ କ୍ରୀଡ଼ା ଇତିହାସରେ ପୁରୁଷ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଦରରେ ଲିଟର ପିଛା ୩ ଟଙ୍କା…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୨୧୧ ର ସଂଗ୍ରହ କରିଛି।…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର ନେତୃତ୍ୱ ଶ୍ରେୟସ ଆୟରଙ୍କ ହାତରେ ଥିବା ବେଳେ ପାକିସ୍ତାନ ଟିମ୍‌ର ସାହିବଜାଦା ଫରହାନଙ୍କ…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ ସିଧାସଳଖ ୨୦୨୮ ଲସଏଞ୍ଜେଲ୍ସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି। ପୂର୍ବରୁ ଭାରତ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏହି ବିଜୟ ସହିତ ଭାରତୀୟ ମହିଳା ହକି…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ ନାହିଁ। ଚହଲ କେବେ ବି ଭାରତ ପାଇଁ ଟେଷ୍ଟ ମ୍ୟାଚ ଖେଳିନାହାନ୍ତି। ତେବେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ଅକ୍ଟୋବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View

Video News

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live