ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ ବଡ଼ ଧୁମଧାମରେ ଘରକୁ ଆଣିଥିବା ନବବିବାହିତ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଛନ୍ତି। ସେ ଉଲ୍ଲେଖ କରିଛନ୍ତି,…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ, ବିଦେଶୀ ମଦ କାରବାର ବଢ଼ିଚାଲିଛି। ଗରିବ…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଓଡିଶୀ ନୃତ୍ୟଗୁରୁ ସସ୍ମିତା…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ ହେବେ ପରବର୍ତ୍ତୀ ଡିଜିପି, ତାହାକୁ ନେଇ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି । ଜନ୍ତର ମନ୍ତରରେ ପ୍ରତିବାଦରେ ଅପରାଧିକ ପୃଷ୍ଠଭୂମି ଥିବା ୨,୫୦୦ ରୁ ଅଧିକ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା। ଦଳର ଜାତୀୟ ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ସରକାର…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ ଯେ ସରକାରୀ କାର୍ଯ୍ୟ ବ୍ୟାହତ ହେଉଛି ତାହା ନୁହେଁ, ସମ୍ପୃକ୍ତ ବିଭାଗ ମଧ୍ୟ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ ସର୍ବାଧିକ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦ ମିଲିୟନ ଡଲାର(୫୩୫୦ କୋଟିରୁ ଅଧିକ ଟଙ୍କା) ଦେବା ପାଇଁ ସିଓଲ ହାଇକୋର୍ଟ ନିର୍ଦ୍ଦେଶ…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ଏକ ସ୍ବତନ୍ତ୍ର ୱେବ୍‌ସାଇଟ୍‌ ଆରମ୍ଭ କରିବାକୁ ଘୋଷଣା କରିଛି।…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି । ସେ ଏହି ଇଭେଣ୍ଟରେ ଭାରତ ପାଇଁ ପ୍ରଥମ ପଦକ ହାସଲ କରି…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ ସେ ପୂର୍ବ ଭିଡିଓରେ ମିଳିଥିବା ପ୍ରତିକ୍ରିୟା ଏବଂ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ ଅଂଶବିଶେଷ ଭାବେ NTA ଶୁକ୍ରବାର ଦିନ ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବିଦା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live