କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି ଏବଂ ପ୍ରଭାସଙ୍କ ଯୋଡ଼ି ଫିଲ୍ମରେ ଆସିବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୫ ଜଣ ଜିୁଆଡ଼ିଙ୍କୁ ଗିରଫ କରିଥିବା…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା । ତଥାପି, ସେ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ ସାମ୍ନାକୁ ଆସିଥିଲା। ଉତ୍ତ୍ୟକ୍ତ ଜନତାଙ୍କ ଆକ୍ରମଣର…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ସରକାରଙ୍କ ପାଇଁ ଏକ ବଡ଼ ରାଜନୈତିକ ଘଟଣା ଭାବରେ ଦେଖାଯାଉଛି।…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି। ଏହା ଉଲ୍ଲେଖଯୋଗ୍ୟ ଯେ, ଧର୍ମେନ୍ଦ୍ର…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା ଅନୁସାରେ, ଏହି କ୍ୟାଣ୍ଡେଲ ମାର୍ଚ୍ଚ ସନ୍ଧ୍ୟା ୬ଟାରେ ଆୟୋଜିତ ହେବ ଏବଂ ଏଥିରେ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି । ଜନ୍ତର ମନ୍ତରରେ ପ୍ରତିବାଦରେ ଅପରାଧିକ ପୃଷ୍ଠଭୂମି ଥିବା ୨,୫୦୦ ରୁ ଅଧିକ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା। ଦଳର ଜାତୀୟ ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ସରକାର…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ ଯେ ସରକାରୀ କାର୍ଯ୍ୟ ବ୍ୟାହତ ହେଉଛି ତାହା ନୁହେଁ, ସମ୍ପୃକ୍ତ ବିଭାଗ ମଧ୍ୟ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ ସର୍ବାଧିକ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦ ମିଲିୟନ ଡଲାର(୫୩୫୦ କୋଟିରୁ ଅଧିକ ଟଙ୍କା) ଦେବା ପାଇଁ ସିଓଲ ହାଇକୋର୍ଟ ନିର୍ଦ୍ଦେଶ…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ଏକ ସ୍ବତନ୍ତ୍ର ୱେବ୍‌ସାଇଟ୍‌ ଆରମ୍ଭ କରିବାକୁ ଘୋଷଣା କରିଛି।…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି । ସେ ଏହି ଇଭେଣ୍ଟରେ ଭାରତ ପାଇଁ ପ୍ରଥମ ପଦକ ହାସଲ କରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live