ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ ବୈଭବଙ୍କ ପାଇଁ ବାକି ସିନିୟର ଖେଳାଳିଙ୍କ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ ସିଧା ନଦୀବାଲିକୁ ଖସିପଡ଼ି ଗୁରୁତର ଆହତ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ ପକ୍ଷରୁ ଧାର୍ଯ୍ୟ ୧୩୭ ରନର ଟାର୍ଗେଟକୁ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର ହାତ ବଢ଼ାଯାଇଛି। ଜିଲା ପ୍ରଶାସନ ପକ୍ଷରୁ…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ ତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ ଫେରାର ହୋଇଯାଇଥିବା ଜଣାପଡିଛି। ସେ ହେଲେ…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ…

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ବିଜେଡିରେ ମିଶିଛନ୍ତି। ଏହି ଯୋଗଦାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡିରେ ଆଜି ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ…

ପିଲାଙ୍କୁ ମିଳିବ ସ୍କୁଲ ବ୍ୟାଗ୍‌, ଏହି ଶ୍ରେଣୀରୁ…

ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ ଏବଂ ଡିପିସିଙ୍କୁ ଓସେପାର ଚିଠି ଲେଖିଛି। ବ୍ଲକସ୍ତରରୁ ଓସିକ୍‌ ଏହି ନୂଆ ସ୍କୁଲ…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ ୫.୨୧ରେ ଭୂକମ୍ପ ଅନୁଭୂତ ହୋଇଥିବା ଉଲ୍ଲେଖ ରହିଛି। ‘X’ରେ କୁହାଯାଇଛି, ରିକ୍ଟର ସ୍କେଲ୍‌ରେ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ ବିମାନବନ୍ଦର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ରାଜଧାନୀ କାରାକାସଠାରୁ ଆରମ୍ଭ କରି ବିଭିନ୍ନ ସହରରୁ…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ ୭.୫ ତୀବ୍ରତାର ଦୁଇଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଯାହା ଫଳରେ ବ୍ୟାପକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପରିବହନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ବେଳେ ଗୁରୁତ୍ବପୂର୍ଣ୍ଣ…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ. ପଦ୍ମଲୋଚନ ନାୟକଙ୍କୁ ବୁଧବାର ଗିରଫ କରିଛି ଭିଜିଲାନ୍ସ। ନିଜ ଆୟଠାରୁ ୧୧୯% ଅଧିକ…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ ଏହାକୁ ନିଷିଦ୍ଧ କରିବା ଲାଗି ପୃଥିବୀବ୍ୟାପୀ ଗୋଟେ ପଦକ୍ଷେପ ନିଆଯିବା ଆରମ୍ଭ ହୋଇଛି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live