ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ କରୁଛି। ସୁନାବେଡା ଅଭୟାରଣ୍ୟ ଭିତରେ ଖରଳଧସ,…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ ଏଣ୍ଟରପ୍ରିନରସିପ୍‌ ଏଣ୍ଡ୍‌ ସ୍କିଲ୍‌ ଅଫ୍‌ ଏସ୍‌ଏଚ୍‌ଜି)…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି। ୧୯୧୪ରେ ମାତ୍ର ୪୦ ଡିସିମିଲ ପରିମିତ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ,…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ ହାତଗୋଡ଼ ବାନ୍ଧିବା ସହ ବନ୍ଧୁକ ଦେଖାଇ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ ନିଯୁକ୍ତି କରାଯାଇଛି। ଏଥିରେ ଭଗବତ ପ୍ରସାଦ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ ଏକ ପୂର୍ବରୁ ସାର୍ବଜନୀନ ହୋଇନଥିବା ଭିଡିଓ ମିଳିଛି । ଏଥିରେ ସେ ଭବିଷ୍ୟତର…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସୁଧାଂଶୁ ମୋହନ ସାମଲଙ୍କୁ OMC ଅଧ୍ୟକ୍ଷ ଦାୟିତ୍ୱ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ଉଭୟ ଆସନରେ ଅକ୍ଟୋବର ୬ ତାରିଖରେ ମତଦାନ ହେବ। ନନ୍ଦୀଗ୍ରାମ ଆସନଟି ଭାରତୀୟ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ ଅଟୋ ପରେ ପରେ ଠେଲା ଗାଡିକୁ ଭାରସାମ୍ୟ ହରାଇ ଦୁର୍ଘଟଣା କରିଥିଲେ…

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

elections

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହେବ। ଆସନ୍ତା ୬ ଅକ୍ଟୋବର…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର ବୁକ୍‌ କରିବାର ୪୫ ଦିନ ପରେ ହିଁ ଦ୍ୱିତୀୟ ସିଲିଣ୍ଡର ବୁକ୍‌ କରାଯାଇପାରିବ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ସଦ୍ୟ ଦୃଷ୍ଟାନ୍ତ। ୫ ସେପ୍ଟେମ୍ବର ୨୦୨୬ରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live