ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୮ ଜୁଲାଇରେ ଉତ୍ତର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ ଚେଙ୍କ ଦେଇଥିବା ନେଇ ଅଭିଯୋଗ ହୋଇଛି…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର ସେ ସଂସଦରେ ପହଞ୍ଚିଥିଲେ। ଏହି ସମୟରେ…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି। ଜନ୍ତର-ମନ୍ତରରେ ପ୍ରଦର୍ଶନ ଏବଂ କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଧର୍ମେନ୍ଦ୍ର…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ, ସେ ଗସ୍ତର ମୁଖ୍ୟ କୋଚ ଭିଭିଏସ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି। ‘E20 ଜନତା ପାର୍ଟି’ ନାମରେ ଚାଲିଥିବା ଏହି ଅଭିଯାନ ବର୍ତ୍ତମାନ ଦ୍ରୁତ ଗତିରେ…

ପ୍ରତିବାଦରେ ଉପହାସ

ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ ବୁଝିବାକୁ ହେବ ଯେ ସେହି ଶାସନର ଅନ୍ତ ଆସିଯାଇଛି। ଭାରତରେ ଦେଖାଯାଉଛି କୌଣସି…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି ପଦ ଗ୍ରହଣ କରିଛନ୍ତି। ଏହି ପ୍ରତିବାଦରେ ‘କକ୍ରୋଚ ଜନତା ପାର୍ଟି’ (CJP) ଗୁରୁତ୍ୱପୂର୍ଣ୍ଣ…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ମଧ୍ୟ ଗ୍ରହଣ କରି ନିଆଯାଇଛି। ବର୍ତ୍ତମାନ ଏହି ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେ ତାଙ୍କର ବିଦ୍ୟମାନ ମନ୍ତ୍ରଣାଳୟର ଦାୟିତ୍ୱ ନିର୍ବାହ କରିବା ସହିତ ଶିକ୍ଷା ମନ୍ତ୍ରୀର…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ ଏହା ଜଣାପଡ଼ିଛି। ପ୍ରକାଶିତ ତଥ୍ୟ ଅନୁଯାୟୀ, ଏକ ନକ୍ଷତ୍ରକୁ ପରିକ୍ରମଣ କରୁଥିବା ଏକ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍‌ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍‌ ୨୦ରୁ ଆନ୍ଦୋଳନ ଜାରି…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରୀକ୍ଷା ପେପର ଲିକ୍‌କୁ ନେଇ ଚାଲିଥିବା ବିରୋଧ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ ସାରା ଦେଶରେ ଚାଲିଥିବା ଛାତ୍ର ଆନ୍ଦୋଳନ ଚାପରେ ଧର୍ମେନ୍ଦ୍ର ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୬ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live